Posted inଖେଳ

ଇତିହାସ ରଚିବେ ରୋହିତ ଶର୍ମା

ଜୟପୁର,୧୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ପ୍ରଥମ ମ୍ୟାଚ ଆଜି ସା ୭ ଟାରୁ ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯିବ। ବିରାଟ କୋହଲିଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ସ୍ଥାୟୀ ଟି-୨୦ ଅଧିନାୟକ କରାଯାଇଛି। ରୋହିତ ଶର୍ମା ତାଙ୍କ ଅଧିନାୟକତ୍ୱ ଡେବ୍ୟୁ ପାଇଁ ପ୍ରସ୍ତୁତ ଅଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜରେ ରୋହିତ ଶର୍ମା ୩ ଟି ବଡ଼ ରେକର୍ଡ କରିପାରିବେ। ଆସନ୍ତୁ ଦେଖିବା ରୋହିତ ଶର୍ମା କେଉଁ ୩ଟି ବଡ଼ ରେକର୍ଡ କରିପାରିବେ।

ଟି-୨୦ ଅନ୍ତର୍ଜାତୀୟ ସ୍ତରରେ ସବୁଠୁ ଅଧିକ ରନ୍‌

୧୯୦ ରନ ସ୍କୋର କରିବା ମାତ୍ରେ ରୋହିତ ଶର୍ମା (୩୦୩୮ ରନ) ଟି-୨୦ ଅନ୍ତର୍ଜାତୀୟରେ ସର୍ବାଧିକ ରନ ସଂଗ୍ରହରେ ବିରାଟ କୋହଲିଙ୍କୁ (୩୨୨୭ ରନ) ପଛରେ ପକାଇ ଏକ ନମ୍ବର ସ୍ଥାନରେ ପହଞ୍ଚିବେ। ତେବେ ଏହି ପରିପ୍ରେକ୍ଷୀରେ ସେ ନ୍ୟୁଜିଲାଣ୍ଡର ଓପନିଂ ବ୍ୟାଟ୍ସମ୍ୟାନ ମାର୍ଟିନ ଗୁପଟିଲ (୩୧୪୭ ରନ) ସହିତ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହି ସିରିଜ ପାଇଁ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। ଏଭଳି ପରିସ୍ଥିତିରେ ତାଙ୍କୁ କୋହଲିଙ୍କୁ ଅତିକ୍ରମ କରିବାର ସୁଯୋଗ ମିଳିବ।

ଅନ୍ତର୍ଜାତୀୟ କ୍ରିକେଟରେ ୪୫୦ ସିକ୍ସ

ରୋହିତ ତିନିଟି ଛକା ମାରିବା ମାତ୍ରେ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ୪୫୦ ଛକା ପୂରଣ କରିବେ। ଏହି ସଫଳତା ହାସଲ କରିବାରେ ସେ ବିଶ୍ୱର ପ୍ରଥମ ଭାରତୀୟ ତଥା ତୃତୀୟ କ୍ରିକେଟର ହେବେ। ୱେଷ୍ଟଇଣ୍ଡିଜ୍‌ର କେବଳ କ୍ରିସ ଗେଲ (୫୫୩) ଏବଂ ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଶହିଦ ଆଫ୍ରିଦି (୪୭୬) ଏହି ସଂଖ୍ୟାରେ ପହଞ୍ଚିଛନ୍ତି।

ଟି-୨୦ ଆନ୍ତର୍ଜାତୀୟ ସ୍ତରରେ ୧୫୦ ଛକା

ରୋହିତ ୧୦ଟି ଛକା ମାରିବା ମାତ୍ରେ ଟି -୨୦ ଇଣ୍ଟରନ୍ୟାସନାଲରେ ତାଙ୍କର ୧୫୦ଛକା ମାରିବେ। ମାର୍ଟିନ ଗୁପଟିଲଙ୍କ ପରେ ସେ ଏହି ସଂଖ୍ୟାରେ ପହଞ୍ଚିବା ପରେ ଦ୍ୱିତୀୟ ଖେଳାଳି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?