Posted inଖେଳ

ଆଇପିଏଲ୍‌ ୨୦୨୪ରେ ପାଣ୍ଡ୍ୟା ହୋଇପାରନ୍ତି ମୁମ୍ବାଇ ଅଧିନାୟକ ! ଅଶ୍ୱିନ କହିଲେ- ସହଜରେ ଗ୍ରହଣ କରିନେବେ ରୋହିତ

ଚେନ୍ନାଇ,୧।୧୨: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ପୂର୍ବ ଦୁଇ ସଂସ୍କରଣରେ ହାର୍ଦ୍ଦିକ ଗୁଜରାଟ ଟାଇଟନ୍ସର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିବା ବେଳେ ଏବେ ସେ ମୁମ୍ବାଇର ନେତୃତ୍ୱ ନେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏନେଇ ସ୍ପିନର ରବି ଚନ୍ଦ୍ରନ ଅଶ୍ୱିନ ସଙ୍କେତ ଦେଇଛନ୍ତି। ଯଦି ସେଭଳି ହୁଏ ତେବେ ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ଏହାକୁ ସହଜରେ ଗ୍ରହଣ କରିନେବେ ବୋଲି ସେ କହିଛନ୍ତି।

୨୦୨୨ରେ ଗଠନ ହୋଇଥିବା ନୂଆ ଟିମ୍‌ ଗୁଜରାଟର ନେତୃତ୍ୱ ନେଇଥିଲେ ହାର୍ଦ୍ଦିକ। ଏଥିରେ ସେ ଦଳକୁ ବିଜେତା କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏବେ ସେ ମୁମ୍ବାଇକୁ ଫେରିବା ପରେ ଅଶ୍ୱିନ କହିଛନ୍ତି, ‘ରୋହିତଙ୍କର ଅଧିକ ଅହଙ୍କାର ନାହିଁ। ସେ ଜଣେ ଭଲ ମଣିଷ ଏବଂ ବହୁତ ଭଲ ଅଧିନାୟକ। ଯଦି ହାର୍ଦ୍ଦିକଙ୍କୁ ଅଧିନାୟକ କରାଯାଏ ତେବେ ରୋହିତ ଏହାକୁ ଶିଷ୍ଟାଚାର ସହ ସ୍ବୀକାର କରିନେବେ ।’


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?