Posted inଖେଳ

ଅଶ୍ୱିନଙ୍କ ଚୟନ ପଛରେ ରୋହିତଙ୍କ ହାତ

ନୂଆଦିଲ୍ଲୀ,୧୦।୯: ଦୀର୍ଘ ୪ ବର୍ଷ ହେଲା ଟି୨୦ ଫର୍ମାଟରେ ଖେଳି ନ ଥିବା ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସିଧାସଳଖ ବିଶ୍ୱକପ୍‌ ଦଳରେ ସ୍ଥାନ ମିଳିବା ଭାରତୀୟ ପ୍ରଶଂସକଙ୍କୁ ଚକିତ କରି ଦେଇଛି। ତେବେ ତାଙ୍କ ଚୟନ ପଛରେ ରହିଛି ଉପ ଅଧିନାୟକ ରୋହିତ ଶର୍ମାଙ୍କ ହାତ।

ବିଶ୍ୱକପ୍‌ ଲାଗି ଦଳ ଚୟନ ବୈଠକ ପୂର୍ବରୁ ବୋର୍ଡ ଓ ଚୟନକର୍ତ୍ତା ଉପ ଅଧିନାୟକ ରୋହିତଙ୍କ ମତାମତ ମାଗିଥିଲେ। ଅଶ୍ୱିନଙ୍କୁ ଦଳରେ ସାମିଲ କରିବା ଲାଗି ମତ ଦେଇଥିଲେ ଭାରତୀୟ ଓପନର। ଏ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲେ। ସେଥିରେ ଅଶ୍ୱିନଙ୍କୁ ସମର୍ଥନ କରିଥିଲେ ଅଧିନାୟକ ବିରାଟ କୋହଲି।

କୋହଲି ପୂର୍ବରୁ କହିଥିଲେ, ଓ୍ବାଶିଂଟନ ସୁନ୍ଦରଙ୍କ ପ୍ରଦର୍ଶନ ଅବନତି ଘଟିଲେ ଅଶ୍ୱିନଙ୍କ ଲାଗି ବାଟ ଫିଟିବ। ଏବେ ଆଙ୍ଗୁଠି ଜନିତ ଆହତ ସମସ୍ୟା କାରଣରୁ ସୁନ୍ଦର ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ରୋହିତ ଓ କୋହଲିଙ୍କ ମତରେ ଗତ ଦୁଇ ବର୍ଷ ହେଲା ଆଇପିଏଲରେ ଅଶ୍ୱିନଙ୍କୁ ଖେଳିବା ବ୍ୟାଟ୍ସମ୍ୟାନଙ୍କ ପକ୍ଷେ ମୁସ୍କିଲ ହୋଇପଡ଼ିଛି। ଆଉ ୟୁଏଇର ଧିମା ପିଚ୍‌କୁ ଦୃଷ୍ଟିରେ ତାଙ୍କୁ ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri