Posted inଖେଳ

ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ

ରାଜକୋଟ,୨୭।୯: ରାଜକୋଟରେ ଅଷ୍ଟ୍ରେଲିଆ ବିପକ୍ଷରେ ରୋହିତ ଶର୍ମା ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ୬ଟି ଛକା ଓ ୫ ଚୌକା ସହାୟତାରେ ୮୧ ରନର ଇନିଂସ ଖେଳିଥିଲେ। କିନ୍ତୁ ଏହା ପରେ ନିଜ ଉଇକେଟ ହରାଇଥିଲେ। ରୋହିତଙ୍କୁ ଗ୍ଲେନ ମ୍ୟାକ୍ସୱେଲ ଆଉଟ୍‌ କରିଥିଲେ।
ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳ ୫୦ ଓଭରରେ ୩୫୨ ରନ ସ୍କୋର କରିଥିଲା। କଙ୍ଗାରୁ ଦଳ ଦେଇଥିବା ଟାର୍ଗେଟର ଜବାବରେ ରୋହିତ ଏବଂ ୱାଶିଂଟନ ସୁନ୍ଦର ଭାରତ ପାଇଁ ଓପନିଂ ଆସିଥିଲେ। ଏହି ସମୟରେ ରୋହିତ ଅର୍ଦ୍ଧଶତକ ହାସଲ କରିଥିଲେ। ରୋହିତ ୫୭ ବଲ୍‌ରେ ୬ଟି ଛକା ଓ ୫ ଚୌକା ସହାୟତାରେ ୮୧ ରନର ଇନିଂସ ଖେଳିଥିଲେ। କିନ୍ତୁ ଏହା ପରେ ମ୍ୟାକ୍ସୱେଲ ତାଙ୍କୁ ଆଉଟ୍‌ କରିଥିଲେ। ରୋହିତ କୋହଲିଙ୍କ ସହ ଅର୍ଦ୍ଧ ଶତକୀୟ ଭାଗିଦାରୀ ଖେଳିଥିଲେ।
ଟିମ ଇଣ୍ଡିଆର ପ୍ରଥମ ଉଇକେଟ ସୁନ୍ଦର ରୂପେ ଯାଇଥିଲା। ସୁନ୍ଦର ଗୋଟିଏ ଚୌକା ଏବଂ ଗୋଟିଏ ଛକା ସହିତ ୩୦ ବଲରେ ୧୮ ରନ ସ୍କୋର କରିଥିଲେ। ଏହା ପରେ ସେ ମ୍ୟାକ୍ସୱେଲଙ୍କ ଶିକାର ହୋଇଥିଲେ। ଭଲ ଇନିଂସ ପରେ ବିରାଟ କୋହଲି ମଧ୍ୟ ଆଉଟ ହୋଇଥିଲେ। ସେ ୬୧ ବଲ ସମ୍ମୁଖରେ ୫୬ ରନ ସ୍କୋର କରିଥିଲେ। କୋହଲି ୫ ଚୌକା ଓ ଗୋଟିଏ ଛକା ମାରିଥିଲେ। ମ୍ୟାକ୍ସୱେଲ ମଧ୍ୟ କୋହଲିଙ୍କ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri