Posted inଖେଳ

ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ

ମୁମ୍ବାଇ,୧୩।୫: ଆଇପିଏଲ ୨୦୨୨ର ଏକ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏହା ଚଳିତ ସିଜିନ୍‌ରେ ତୃତୀୟ ବିଜୟ। ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେ ଅଫ ଦୌଡ଼ରୁ ପୂର୍ବରୁ ବାହାରି ସାରିଛି। ମ୍ୟାଚ ପରେ ଅଧିନାୟକ ରୋହିତ ଶର୍ମା ମୁମ୍ବାଇର ତିଳକ ବର୍ମାଙ୍କୁ ପ୍ରଶଂସା କରିଛନ୍ତି। ସେ ଭବିଷ୍ୟବାଣୀ କରି କହିଛନ୍ତି ଯେ, ଆଗାମୀ ସମୟରେ ସେ ତିନିଟି ଫର୍ମାଟରେ ଟିମ ଇଣ୍ଡିଆ ପାଇଁ ଖେଳିବାର ଦକ୍ଷତା ରଖିଛନ୍ତି।
ମ୍ୟାଚ ପରେ ରୋହିତ କହିଛନ୍ତି, ଚଳିତ ଆଇପିଏଲରେ ତିଳକ ଡେବ୍ୟୁ କରିଛନ୍ତି। ସେ ବହୁତ ଭଲ ବ୍ୟାଟିଂ କରନ୍ତି। ତିଳକଙ୍କ ଯେବେ କଥା ହୁଏ, ତାଙ୍କଠାରେ ରନ୍‌ ଭୋକ ଦେଖାଯାଏ। ସେ ସର୍ବଦା ଶାନ୍ତ ଖେଳନ୍ତି। ତାଙ୍କୁ ଖୁବ ଶୀଘ୍ର ସମସ୍ତ ତିନୋଟି ଫର୍ମାଟରେ ଭାରତ ପାଇଁ ଖେଳୁଥିବା ଦେଖିବାକୁ ମିଳିବ। ତାଙ୍କର ଭଲ କୌଶଳ ଅଛି।
ମୁମ୍ବାଇ ଇଣ୍ଡିଆନ୍ସ ହେଉଛି ଆଇପିଏଲର ସବୁଠାରୁ ସଫଳ ଦଳ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ପାଞ୍ଚ ଥର ଆଇପିଏଲ ଟାଇଟଲ ଜିତିଛି, କିନ୍ତୁ ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ ୨୦୨୨ରେ ଭଲ ପ୍ରଦର୍ଶନ କରିପାରି ନାହିଁ। ଆଇପିଏଲର ୧୨ଟି ମ୍ୟାଚ ମଧ୍ୟରୁ ମୁମ୍ବାଇ ୯ଟି ହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?