Odisha Elections 2024

‘ସିଙ୍ଘମ ଏଗେନ୍‌’ର ଝଲକ ଦେଖାଇଲେ ରୋହିତ

ବମ୍ବେ: ବହୁ ପ୍ରତିକ୍ଷିତ ଫିଲ୍ମ ‘ସିଙ୍ଘମ ଏଗେନ୍‌’ର ଝଲକ ଦେଖାଇଛନ୍ତି ନିର୍ମାତା ରୋହିତ ସେଟ୍ଟୀ। ଚଳିତ ବର୍ଷ ସିନେମା ରିଲିଜ ହେବ। ଏଥିରେ ଅଭିନେତା ଅଜୟ ଦେବଗନ ଦମ୍‌ଦାର ଆକ୍ସନ କରୁଥିବା ନଜର ଆସିବେ। ଏହାଛଡ଼ା ନାୟିକା ଭୂମିକାରେ କରିନା କପୁରଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଏବେ ରୋହିତ ଇନଷ୍ଟାଗ୍ରାମରେ ଫିଲ୍ମର କିଛି ଫଟୋ ଏବଂ ଭିଡିଓ ଶେୟାର କରିଛନ୍ତି। ଫଟୋଗୁଡ଼ିକରେ ଫିଲ୍ମର ଦୃଶ୍ୟ ଦେଖିବାକୁ ମିଳୁଛି। ଏହାପରଠାରୁ ପ୍ରଶଂସକଙ୍କ ଉତ୍କଣ୍ଠା ଅନେକ ଗୁଣା ବୃଦ୍ଧି ପାଇଛି।

‘ସିଙ୍ଘମ ଏଗେନ୍‌’ ହେଉଛି ‘ସିଙ୍ଘମ’ ଫ୍ରାଞ୍ଚାଇଜ୍‌ର ତୃତୀୟ ଫିଲ୍ମ। ପୂର୍ବରୁ ଦୁଇଟି ଯାକ ଫିଲ୍ମ ହିଟ୍‌ ସାବ୍ୟସ୍ତ ହୋଇଥିଲା। ଏବେ ସିଙ୍ଘମ ଏଗେନର ଶୁଟିଂ ହାଇଦ୍ରାବାଦରେ ହେଉଛି। ଫିଲ୍ମର କଳକାରଙ୍କ ବିଷୟରେ କହିଲେ ଅଜୟଙ୍କ ସହ କରିନା, ଅକ୍ଷୟ କୁମାର, ରଣବୀର ସିଂହ, ଦୀପିକା ପାଦ୍ୟୁକୋନ, ଟାଇଗର ଶ୍ରଫ, ରଣବିର କପୁର ନଜର ଆସିବେ। ଏହା ଅଗଷ୍ଟରେ ରିଲିଜ ହୋଇପାରେ।

 

View this post on Instagram

 

A post shared by Rohit Shetty (@itsrohitshetty)


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଉ ନ ଥିବା ଲୋକଙ୍କ ଟିକସ ବଢ଼ାଯାଉ: ପରେଶ ରାଓ୍ବଲ

ମୁମ୍ବାଇ: ମହାରାଷ୍ଟ୍ରର ୧୩ ଲୋକ ସଭା ଆସନରେ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୁମ୍ବାଇରେ ଅନେକ ବଲିଉଡ୍‌ ସେଲିବ୍ରିଟି ନିଜ...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ...

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri