Posted inଖେଳ

ଇଶାନଙ୍କୁ ଓପନିଂ ପଠାଇବା ଲାଗି ଏକମତ ଥିଲେ ରୋହିତ

ଦୁବାଇ,୨।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ପାଇଁ ଲୋକେଶ ରାହୁଲ ଓ ଇଶାନ କିଷନ ଓପନିଂ କରିଥିଲେ। ଫଳରେ ୩ୟ କ୍ରମରେ ବ୍ୟାଟିଂ କରିଥିଲେ ଦୀର୍ଘ ଦିନ ହେଲା ଓପନିଂ କରୁଥିବା ରୋହିତ ଶର୍ମା। ଏଥିଲାଗି ମ୍ୟାଚ୍‌ ପୂର୍ବରୁ ଟିମ୍‌ ମ୍ୟାନେଜମେଣ୍ଟ ଓ ସିନିୟର ଖେଳାଳିମାନେ ମିଳିତ ନିଷ୍ପତ୍ତି ନେଇଥିଲେ। ଆଉ କିଷନଙ୍କୁ ଓପନିଂ ପଠାଇବା ନିଷ୍ପତ୍ତିରେ ରୋହିତ ମଧ୍ୟ ଏକମତ ଥିଲେ ବୋଲି କହିଛନ୍ତି ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର।

ଆଫଗାନିସ୍ତାନ ମ୍ୟାଚ୍‌ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଠୋର କହିଛନ୍ତି, ମ୍ୟାଚ୍‌ ପୂର୍ବ ରାତିରେ ସୂର୍ଯ୍ୟ ପିଠିରେ ଯନ୍ତ୍ରଣା ଅନୁଭବ କରିଥିଲେ। ମ୍ୟାଚ୍‌ ଲାଗି ସେ ଫିଟ୍‌ ନ ଥିବାରୁ କିଷନଙ୍କୁ ଦଳରେ ସାମିଲ କରାଯାଇଥିଲା। ସେ ଅତୀତରେ ଜଣେ ଓପନର ଭାବେ ଭଲ ଖେଳିଛନ୍ତି। ତେବେ ତାଙ୍କୁ ଓପନିଂ ପଠାଇବାର ନିଷ୍ପତ୍ତି ପୂରା ମ୍ୟାନେଜମେଣ୍ଟର ଥିଲା। ରୋହିତ ମ୍ୟାନେଜମେଣ୍ଟର ମଧ୍ୟ ଅଂଶ। ଆଲୋଚନା ବେଳେ ମଧ୍ୟ ସେ ଉପସ୍ଥିତ ଥିଲେ। ନିମ୍ନକ୍ରମରେ ରିଷଭ ପନ୍ତ ଓ ରବୀନ୍ଦ୍ର ଜାଡେଜାଙ୍କ ଭଳି ବାମହାତୀ ବ୍ୟାଟର ଥିବାରୁ ଇଶାନଙ୍କୁ ଉପରକୁ ପଠାଇବାକୁ ନିଷ୍ପତ୍ତି ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri