ରୋହିତଙ୍କ ଶେଷକୃତ୍ୟ ସମ୍ପନ୍ନ

ଏମ୍‌ ରାମପୁର,୬।୨(ଡି.ଏନ୍‌.ଏ.): ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ଧରିତ୍ରୀ ଖବରଦାତା ରୋହିତ ବିଶ୍ୱାଳଙ୍କ ଶେଷକୃତ୍ୟ ରବିବାର ସମ୍ପନ୍ନ ହୋଇଛି । ଶୋକାକୁଳ ପରିବେଶରେ ଗାଁରେ ରୋହିତଙ୍କର ମୃତଦେହ ସତ୍କାର କରାଯାଇଛି। ସିଆରପିଏଫ୍‌ କ୍ୟାମ୍ପକୁ ଉଠାଇବା ପାଇଁ ମାଓବାଦୀ ପୋଷ୍ଟର ମାରିଥିଲେ । ପୋଲିସକୁ ଟାର୍ଗେଟ କରି ମାଓବାଦୀମାନେ ଲ୍ୟାଣ୍ଡମାଇନ ଲଗାଇଥିଲେ । ହେଲେ ଖବର ସଂଗ୍ରହ କରିବାକୁ ଯାଇଥିବା ବେଳେ, ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା।
ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିବା ବେଳେ, ବାଇକ ଭାଙ୍ଗି ଚୁରମାର ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri