Posted inଖେଳ

ବାରବାଟୀରେ ରୋହିତଙ୍କ ଧୂଆଁଧାର ଶତକ: ୧୬ ମାସ ପରେ ଫର୍ମକୁ ଫେରିଲେ

କଟକ, ୯ା୨: ଭାରତୀୟ ଦଳ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍‌ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବା ପରେ ଇଂଲଣ୍ଡ ଦଳ 305 ରନ୍‌ର ଟାର୍ଗେଟ୍ ଦେଇଥିଲା। ଜବାବରେ, ଭାରତୀୟ ଦଳ ୨ ୱିକେଟ୍ ହରାଇ ୧୯୦ ରୁ ଅଧିକ ରନ୍ କରିଛି।

ରୋହିତ ୭୬ ବଲ୍‌ରେ ଶତକ ହାସଲ କରିଛନ୍ତି। ଏଥିରେ ସେ ୭ଟି ଛକା ଏବଂ ୯ଟି ଚୌକା ମାରିଥିଲେ। ରୋହିତ ୧୬ ମାସ ପରେ ଦିନିକିଆରେ ଶତକ ହାସଲ କରିଛନ୍ତି। ଏହା ପୂର୍ବରୁ ସେ ୧୧ ଅକ୍ଟୋବର ୨୦୨୩ରେ ଆଫଗାନିସ୍ତାନ ବିପକ୍ଷରେ ଶତକ ହାସଲ କରିଥିଲେ। ଦିଲ୍ଲୀରେ ଅନୁଷ୍ଠିତ ସେହି ମୁକାବିଲାରେ ରୋହିତ ୧୩୧ ରନ୍‌ର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri