Posted inଫୁରସତ

ସୃଜନଶୀଳତାର ପରିପ୍ରକାଶରେ ବ୍ରେଲିର ଭୂମିକା

ମଣିଷର କ୍ରମବିକାଶ ହେବା ସହ ଭାବର ଆଦାନପ୍ରଦାନ ପାଇଁ ବିଭିନ୍ନ ମାଧ୍ୟମ ସେ ଆପଣା ଛାଏଁ ବାହାର କରିଥିଲା। ପରବର୍ତ୍ତୀ ସମୟରେ ଏହା ବିଭିନ୍ନ ଭାଷାର ସ୍ଥାନ ନେଇଥିଲା। ଏହା ମାଧ୍ୟମରେ ମଣିଷ ମନର କଥା ଏବଂ ସୃଜନଶୀଳତାର ପରିପ୍ରକାଶ କରୁଥିଲା। ଆଧୁନିକ ଯୁଗରେ ମଧ୍ୟ ଏହା ଜାରି ରହିଛି। ତେବେ ଦୃଷ୍ଟିବାଧିତଙ୍କ ଭଳି କେତେକଙ୍କ ପକ୍ଷରେ ଅକ୍ଷର ଚିହ୍ନିବା ପଢ଼ିବା ଏବଂ ଏହାର ପରିପ୍ରକାଶ ନିଜସ୍ବ ଢଙ୍ଗରେ କରିବା ସମ୍ଭବ ହୋଇପାରି ନ ଥାଏ। ସେଭଳି ଲୋକଙ୍କ ଲାଗି ବ୍ରେଲି ଅକ୍ଷର ହିଁ ସୃଜନଶୀଳତା ପରିପ୍ରକାଶର ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ଭାବେ ପରିଗଣିତ ହୋଇଥାଏ।
ଦୃଷ୍ଟିବାଧିତଙ୍କ ପାଇଁ ବ୍ରେଲିର ଉପଯୋଗିତା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଜାନୁୟାରୀ ୪ରେ ବିଶ୍ୱ ବ୍ରେଲି ଦିବସ ପାଳନ କରାଯାଇଥାଏ।
ପାଇଁ ମାନବିକ ଅଧିକାରର ପୂର୍ଣ୍ଣ ହୃଦୟଙ୍ଗମ କରିବାରେ ଯୋଗାଯୋଗର ମାଧ୍ୟମ ଭାବରେ ବ୍ରେଲିର ମହତ୍ତ୍ୱ ବିଷୟରେ ସଚେତନତା ଲାଗି ଏହି ଦିବସ ପାଳିତ ହୋଇଥାଏ। ମିଳିତ ଜାତିସଂଘର ସାଧାରଣ ସଭା ଦ୍ୱାରା ନଭେମ୍ବର ୨୦୧୮ରେ ଘୋଷଣା ମାଧ୍ୟମରେ ଏହି ଦିବସ ପାଳନ କରିବା ଲାଗି ତାରିଖ ଚୟନ କରାଯାଇଥିଲା। ଦୃଷ୍ଟିବାଧିତଙ୍କ ଲାଗି ଏହି ଲେଖା ପ୍ରଣାଳୀର ସୃଷ୍ଟିକର୍ତ୍ତା ଲୁଇସ୍‌ ବ୍ରେଲିଙ୍କ ଜନ୍ମଦିନ ପାଳନ ଅବସରରେ ଏହା ପାଳନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ୨୦୧୯ ଜାନୁୟାରୀ ୪ରେ ପ୍ରଥମ ବିଶ୍ୱ ବ୍ରେଲି ଦିବସ ପାଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri