Posted inଫୁରସତ

ସୃଜନଶୀଳତାର ପରିପ୍ରକାଶରେ ବ୍ରେଲିର ଭୂମିକା

ମଣିଷର କ୍ରମବିକାଶ ହେବା ସହ ଭାବର ଆଦାନପ୍ରଦାନ ପାଇଁ ବିଭିନ୍ନ ମାଧ୍ୟମ ସେ ଆପଣା ଛାଏଁ ବାହାର କରିଥିଲା। ପରବର୍ତ୍ତୀ ସମୟରେ ଏହା ବିଭିନ୍ନ ଭାଷାର ସ୍ଥାନ ନେଇଥିଲା। ଏହା ମାଧ୍ୟମରେ ମଣିଷ ମନର କଥା ଏବଂ ସୃଜନଶୀଳତାର ପରିପ୍ରକାଶ କରୁଥିଲା। ଆଧୁନିକ ଯୁଗରେ ମଧ୍ୟ ଏହା ଜାରି ରହିଛି। ତେବେ ଦୃଷ୍ଟିବାଧିତଙ୍କ ଭଳି କେତେକଙ୍କ ପକ୍ଷରେ ଅକ୍ଷର ଚିହ୍ନିବା ପଢ଼ିବା ଏବଂ ଏହାର ପରିପ୍ରକାଶ ନିଜସ୍ବ ଢଙ୍ଗରେ କରିବା ସମ୍ଭବ ହୋଇପାରି ନ ଥାଏ। ସେଭଳି ଲୋକଙ୍କ ଲାଗି ବ୍ରେଲି ଅକ୍ଷର ହିଁ ସୃଜନଶୀଳତା ପରିପ୍ରକାଶର ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ଭାବେ ପରିଗଣିତ ହୋଇଥାଏ।
ଦୃଷ୍ଟିବାଧିତଙ୍କ ପାଇଁ ବ୍ରେଲିର ଉପଯୋଗିତା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଜାନୁୟାରୀ ୪ରେ ବିଶ୍ୱ ବ୍ରେଲି ଦିବସ ପାଳନ କରାଯାଇଥାଏ।
ପାଇଁ ମାନବିକ ଅଧିକାରର ପୂର୍ଣ୍ଣ ହୃଦୟଙ୍ଗମ କରିବାରେ ଯୋଗାଯୋଗର ମାଧ୍ୟମ ଭାବରେ ବ୍ରେଲିର ମହତ୍ତ୍ୱ ବିଷୟରେ ସଚେତନତା ଲାଗି ଏହି ଦିବସ ପାଳିତ ହୋଇଥାଏ। ମିଳିତ ଜାତିସଂଘର ସାଧାରଣ ସଭା ଦ୍ୱାରା ନଭେମ୍ବର ୨୦୧୮ରେ ଘୋଷଣା ମାଧ୍ୟମରେ ଏହି ଦିବସ ପାଳନ କରିବା ଲାଗି ତାରିଖ ଚୟନ କରାଯାଇଥିଲା। ଦୃଷ୍ଟିବାଧିତଙ୍କ ଲାଗି ଏହି ଲେଖା ପ୍ରଣାଳୀର ସୃଷ୍ଟିକର୍ତ୍ତା ଲୁଇସ୍‌ ବ୍ରେଲିଙ୍କ ଜନ୍ମଦିନ ପାଳନ ଅବସରରେ ଏହା ପାଳନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ୨୦୧୯ ଜାନୁୟାରୀ ୪ରେ ପ୍ରଥମ ବିଶ୍ୱ ବ୍ରେଲି ଦିବସ ପାଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri