Posted inଜାତୀୟ

୨୦୨୪ ଲୋକସଭା ନିର୍ବାଚନରେ ଆଞ୍ଚଳିକ ଦଳର ଭୂମିକା ହେବ ଗୁରୁତ୍ୱପୂର୍ଣ୍ଣ, ମମତାଙ୍କର ରହିଛି ପ୍ରଧାନମନ୍ତ୍ରୀ ହେବାର ଦକ୍ଷତା:…

ନୂଆଦିଲ୍ଲୀ,୧୪।୧ : ନୋବେଲ ପୁରସ୍କାର ବିଜେତା ଅର୍ଥନୀତିଜ୍ଞ ଅମର୍ତ୍ତ୍ୟ ସେନ କହିଛନ୍ତି ଯେ ୨୦୨୪ ଲୋକସଭା ନିର୍ବାଚନରେ ଅନେକ ଆଞ୍ଚଳିକ ଦଳ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ସେ କହିଛନ୍ତି ଯେ ୨୦୨୪ ମସିହାରେ ଭାଜପା ଏକପାଖିଆ ଭାବେ ଜିତିବ ବୋଲି ଭାବିବା ଭୁଲ ହେବ। ଅମର୍ତ୍ତ୍ୟ ଏହା ମଧ୍ୟ କହିଛନ୍ତି ଯେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ହୋଇଛି କିନ୍ତୁ ଏହାର ଶକ୍ତି ହେଉଛି ଦେଶବ୍ୟାପୀ। ଯାହା ଅନ୍ୟ କୌଣସି ଦଳର ନାହିଁ। ନୋବେଲ ବିଜେତା ଏହା ମଧ୍ୟ କହିଛନ୍ତି ଯେ ଦେଶର ପ୍ରଧାନମନ୍ତ୍ରୀ ହେବାର ଦକ୍ଷତା ତୃଣମୂଳ କଂଗ୍ରେସ(ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କର ରହିଛି।

ପିଟିଆଇ ସହ କଥାବାର୍ତ୍ତା ସମୟରେ ୯୦ ବର୍ଷ ବୟସ୍କ ଅର୍ଥନୀତିଜ୍ଞ ଆସନ୍ତା ନିର୍ବାଚନରେ ଡିଏମକେ, ଟିଏମସି ସମାଜବାଦୀ ପାର୍ଟିର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ।

ସେ ତାଙ୍କ ବିବୃତ୍ତିରେ ଭାଜପା ସରକାରଙ୍କୁ ସମାଲୋଚନା କରିଆସୁଛନ୍ତି। ସେ ପୁଣି ଥରେ ଶାସକ ଦଳକୁ ଟାର୍ଗେଟ କରିଛନ୍ତି। ଭାଜପା ଭାରତର ଭିଜନକୁ ଛୋଟ କରିଛି। ଭାରତକୁ ଅଭିମୁଖ୍ୟକୁ ହ୍ରାସ କରି ଭାଜପା ଏହାକୁ କେବଳ ହିନ୍ଦୁ ଭାରତ ଏବଂ ହିନ୍ଦୀ ଭାଷାଭାଷୀ ଭାରତ ଭାବରେ ଦେଖୁଛି। ମୁଁ ଭାବୁଛି ଯଦି ବିରୋଧୀ ରାଜନୈତିକ ଦଳ ଚେଷ୍ଟା କଲେ ଭାଜପାକୁ ପରାଜିତ କରାଯାଇ ପାରିବ।

ଯେତେବେଳେ ତାଙ୍କୁ ପଚରାଗଲା ଯେ ମମତା ବାନାର୍ଜୀ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇପାରିବେ କି ନାହିଁ, ସେତେବେଳେ ସେ କହିଥିଲେ ଯେ ତାଙ୍କର ଦେଶର ନେତୃତ୍ୱ ନେବାର କ୍ଷମତା ଅଛି କିନ୍ତୁ ମମତା ବାନାର୍ଜୀ ଲୋକଙ୍କୁ ଏକତ୍ର କରି ପାରିବେ କି ନାହିଁ ତାହା ଦେଖିବାକୁ ହେବ। ୨୦୨୪ ରେ କଂଗ୍ରେସର ବିଜୟ ଉପରେ ସନ୍ଦେହ ବ୍ୟକ୍ତ କରି ସେ କହିଛନ୍ତି ଯେ କଂଗ୍ରେସ ଦଳ ଦୁର୍ବଳ ହୋଇଯାଇଛି। ଗୋଷ୍ଠୀବାଦ କଂଗ୍ରେସରେ ଏକ ବଡ ସମସ୍ୟା।

 


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?