ଆଜିଠୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍‌’ ସେବା ସୋମବାରଠୁ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧୬ଟି ରୁଟରେ ୮୭ଟି ବସ ଚାଲିବ। ସକାଳ ୭ରୁ ସା ୬ ପର୍ଯ୍ୟନ୍ତ ଏହି ସେବା ଉପଲବ୍ଧ ହେବ ବୋଲି କ୍ରୁଟ ପକ୍ଷରୁ ସୂଚନା ଦିଆଯାଇଛି॥ ଲକଡାଉନ କାରଣରୁ ଦୀର୍ଘ ଦୁଇ ମାସ ହେବ ଏହି ସେବା ବନ୍ଦ ରହିଥିଲା। କେବଳ ଜରୁରିକାଳୀନ ସେବା ପାଇଁ କେତୋଟି ବସ ଚଳାଚଳ କରିବାକୁ ଅନୁମତି ଦିଆଯାଇଥିଲା। ବର୍ତ୍ତମାନ ରାଜ୍ୟରେ ଆଂଶିକ ଲକଡାଉନ ଜାରି ହୋଇଥିବାରୁ ୧୬ଟି ରୁଟରେ ପୁଣିଥରେ ବସ ସେବା ଆରମ୍ଭ ହୋଇଛି। କୋଭିଡ ଗାଇଡ୍‌ଲାଇନ୍‌ ପାଳନ କରି ବସ ଚଳାଚଳ କରିବ। କୌଣସି ବି ଯାତ୍ରୀ ବିନା ମାସ୍କରେ ଯାତ୍ରା କରିବାକୁ ଅନୁମତି ଦିଆଯିବ ନାହିଁ। ଯେତିକି ସିଟ୍‌ ସେତିକି ଯାତ୍ରୀ କେହି ଛିଡ଼ା ହୋଇଯାଇ ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?