ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌

ପୁରୀ ଅଫିସ,୧୮ା୫: ପୁରୀ-ହାଓ୍ବଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିଛି। ଭର୍ଚୁଆଲ ମୋଡ୍‌ରେ ସବୁଜ ପତାକା ହଲାଇ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ୍‌,  ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥାନୀୟ ବିଧାୟକ ପ୍ରମୁଖ ଯୋଗଦେଇ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ୍‌ରେ ସାମିଲ ହୋଇଥିଲେ।

ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାରକୁ ଛାଡ଼ି ସପ୍ତାହର ବାକି ସବୁଦିନ ଚାଲିବ। ପୁରୀରୁ ଏହି ଟ୍ରେନ୍‌ ଦିନ ୧ଟା ୫୦ମିନିଟ୍‌ରେ ଛାଡ଼ି ସାଢେ ୮ଟାରେ ହାଓ୍ବଡ଼ାରେ ପହଞ୍ଚିବ। ସେହିପରି ହାଓ୍ବଡ଼ାରୁ ସକାଳ ୬ଟା ୧୦ରେ ବାହାରି ଦିନ ୧୨ଟା ୩୫ରେ ପୁରୀରେ ପହଞ୍ଚିବ। ସେହିପରି ପୁରୀ ଏବଂ କଟକ ଷ୍ଟେଶନର ନବୀକରଣ ଲାଗି ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରତି ଟ୍ରେନ୍‌ରେ ପ୍ରବେଶ ଏବଂ ପ୍ରସ୍ଥାନ ସ୍ଥଳରେ ଜିଆର୍‌ପି ପୋଲିସ ରହିବେ। ସେହିପରି ଜନସାଧାରଣଙ୍କର ଅସୁବିଧା ଯେପରି ନ ହେବ ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?