ପରୀକ୍ଷାମୂଳକ ଭାବେ ବାଇପାସ ରାସ୍ତାରେ ଗଡ଼ିଲା ଗାଡ଼ି

ଜମନକିରା,୭ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବାଇପାସ ରାସ୍ତାରେ ଗାଡ଼ି ଚଳାଚଳ ପାଇଁ ପରୀକ୍ଷାମୂଳକ ଭାବେ ଭାରିଯାନ ଛଡ଼ା ଯାଇଛି। ତେବେ ଆନୁଷ୍ଠାନିକ ଭାବେ ଆଗାମୀ ୭ ଦିନ ମଧ୍ୟରେ ଏହି ରାସ୍ତାରେ ସମସ୍ତ ଭାରିଯାନ ଛଡ଼ାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ୨୦୧୭ରୁ ଏହି ବାଇପାସ ରାସ୍ତା ନିର୍ମାଣାଧୀନ ଥିଲା। ଲୋକେ ରାସ୍ତା ସରୁ ନ ଥିବାରୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅନେକ ଥର ଲୋକେ ଆନ୍ଦୋଳନ ମଧ୍ୟ କରିଥିଲେ। ସଂପୃକ୍ତ ଠିକାସଂସ୍ଥାଗୁଡ଼ିକର ମନମାନି ଯୋଗୁ ରାସ୍ତା ହେବାରେ ୫ ବର୍ଷ ବିତିଗଲା। ବହୁ ପ୍ରତୀକ୍ଷା ପରେ ଶନିବାର ରାତିରୁ ପରୀକ୍ଷାମୂଳକ ଭାବେ ବାଇପାସ ରାସ୍ତାରେ ଗାଡ଼ି ଛଡାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସେବା ସମିତିର ବସନ ସେବା: ବସ୍ତ୍ର ପାଇ ଖୁସିରେ ଫେରିଲେ ୨ ବନ୍ଧୁ

ପୁରୀ ଅଫିସ,୨ା୧: ନୂତନ ବର୍ଷ ଅବସରରେ ପୁରୀ ସେବା ସମିତି ପକ୍ଷରୁ ମରିଚିକୋଟ ସ୍ଥିତ କାର୍ଯ୍ୟାଳୟ ଆଗରେ ବସନ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବହୁ...

ରାତିରେ ଆସୁଛି ନେଇଯାଉଛି ବାଛୁରୀଙ୍କ ଜୀବନ, ଗାଁରେ କୋକୁଆ ଭୟ

ପାପଡ଼ାହାଣ୍ଡି/ମଇଦଲପୁର,୮।୨: ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ୨ ଦିନ ମଧ୍ୟରେ ଗ୍ରାମର ୩ ଜଣଙ୍କ ଗୁହାଳରୁ ୩ଟି...

ସାମାଜିକ ଦୂରତ୍ୱ ଭୁଲି ଭତ୍ତା ପାଇଁ ଭିଡ଼

ଜୟପୁର,୪।୪(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ପୌରସଂସ୍ଥା ପକ୍ଷରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୨୮ଟି ୱାର୍ଡର ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏଁ ଭତ୍ତା...

ପୁଣି ବୋଟ୍‌ରେ ଆସିଲେ ୩୩ ମତ୍ସ୍ୟଜୀବୀ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଯୋଗୁ ଚେନ୍ନାଇରେ ଫସି ରହିଥିବା ମତ୍ସ୍ୟଜୀବୀ ଓ ଶ୍ରମିକମାନେ ନିଜ ଉଦ୍ୟମରେ ବୋଟ୍‌ କିଣି ସମୁଦ୍ର ପଥରେ ଗଞ୍ଜାମ ଫେରିବାରେ ଲାଗିଛନ୍ତି। କରୋନା...

ଦୁର୍ଗାମାଧବ ନାଏକ ଫାଓ ମୁଖ୍ୟ ରେଫରି

ସୁନ୍ଦରଗଡ, ୧୭।୪ (ଡି.ଏନ୍‌.ଏ.) ଫୁଟବଲ ଆସୋସିଏସନ ଅଫ୍‌ ଓଡିଶା (ଫାଓ) ତରଫରୁ ଜାତୀୟ ରେଫରୀ ଦୁର୍ଗାମାଧବ ନାଏକଙ୍କୁ ଓଡିଶାର ରେଫର ମୁଖ୍ୟ (ହେଡ ଅଫ୍‌ ରେଫରୀ)...

୩ ଦିନରେ ଗଲାଣି ୮୬୯ ଟନ୍‌ ଅକ୍ସିଜେନ

କଟକ ଅଫିସ, ୨୬।୪: ଓଡ଼ିଶା ପକ୍ଷରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଣ ଜାରି ରହିଛି। ଗତ ୩ଦିନ ମଧ୍ୟରେ ୪୯ଟି ଟ୍ୟାଙ୍କର୍‌ ଯୋଗେ ୮୬୯ ଟନ୍‌ରୁ...

ଆଦାୟ ଅର୍ଥରେ କୁପାରୀ ମକରମେଳା

ଖଇରା,୧୪।୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ମେଳା ଯଜ୍ଞ ଓ ମହୋତ୍ସବକୁ ଶାନ୍ତିଶୃଙ୍ଖଳାରେ...

ପୂର୍ବତନ ସମିତିସଭ୍ୟଙ୍କ ଘରକୁ ବୋମାମାଡ଼

କାମାକ୍ଷାନଗର,୧୦ା୪(ଡି.ଏନ୍‌.ଏ.): ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଅଶାନ୍ତ ହୋଇଉଠିଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଅଧୀନ କୋଟଗରା ଗ୍ରାମ। ଶନିବାର ମଧ୍ୟରାତିରେ ପୂର୍ବତନ ସମିତିସଭ୍ୟ...

Advertisement
Archives

Model This Week