Posted inଖେଳ

ସୁପରଓଭରରେ ୬ ରନ୍‌ ରୋକି ଦେଲେ

ସେଣ୍ଟ କିଟ୍ସ,୨।୯: ମ୍ୟାଚ୍‌କୁ ଜିତିବା ପାଇଁ ଟ୍ରିନବାଗୋ ନାଇଟ୍‌ ରାଇଡର୍ସ (ଟିକେଆର୍‌)କୁ ସୁପରଓଭରରେ ଦରକାର ଥାଏ ୭ ରନ୍‌। ଗୁଏନା ଆମାଜନ ଓ୍ବାରିଅର୍ସ ପାଇଁ ବୋଲିଂ କରିଥିଲେ ରୋମାରିଓ ଶେଫର୍ଡ। ପ୍ରଥମ ବଲରେ କିରନ ପୋଲାର୍ଡଙ୍କୁ ଆଉଟ୍‌ କରିଥିଲେ। ପରବର୍ତ୍ତୀ ୫ ବଲରେ ମାତ୍ର ୪ ରନ୍‌ ଖର୍ଚ୍ଚ କରି ଗୁଏନା ଓ୍ବାରିଅର୍ସକୁ ଆଣିଦେଇଥିଲେ ଚମତ୍କାର ବିଜୟ।

ଚଳିତ କାରିବିଆନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ରେ ବୁଧବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଟ୍ରିନବାଗୋ ୨୦ ଓଭରରେ ୯ ଉଇକେଟ ହରାଇ ୧୩୮ ରନ୍‌ କରିଥିଲା। ରୋମାରିଓ ଏବଂ ମହମ୍ମଦ ହାଫିଜ ୩ ଉଇକେଟ ହାତେଇଥିଲେ। ଜବାବରେ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଗୁଏନା ଓ୍ବାରିଅର୍ସ। ଦଳ ଏକଦା ୧୪ ଓଭରରେ ୬୮ ରନ୍‌ କରି ୫ ପ୍ରମୁଖ ବ୍ୟାଟ୍ସମ୍ୟାନଙ୍କୁ ହରାଇ ସାରିଥିଲା। କିନ୍ତୁ ନିକୋଲାସ ପୁରନ(୨୭)ଙ୍କ ସହ ନିମ୍ନକ୍ରମର ବ୍ୟାଟ୍ସମ୍ୟାନମାନେ ମ୍ୟାଚ୍‌ ବଞ୍ଚାଇ ଦେଇଥିଲେ। ଅନ୍ତିମ ବଲରେ ଗୁଏନାକୁ ଦରକାର ୨ ରନ୍‌। କିନ୍ତୁ ଉଇକେଟ ପଡ଼ିବାରୁ ମ୍ୟାଚ୍‌ ଡ୍ର ହୋଇ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri