Posted inଖେଳ

ଶେଷ ଓଭରରେ ଚମତ୍କାର କଲେ ରୋମାରିଓ ଶେଫର୍ଡ: ଦିଲ୍ଲୀକୁ ମିଳିଲା ବିଶାଳ ଲକ୍ଷ୍ୟ

ମୁମ୍ବାଇ,୭।୩: ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ମୁମ୍ବାଇ ଇଣ୍ଡିଆନ୍ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାଚରେ ମୁମ୍ବାଇ ପ୍ରଥମେ ବ୍ୟାଟିଂ କରିଥିଲା। ଗୋଟିଏ ପଟେ ଦଳର ଏକ ଭଲ ଆରମ୍ଭ ଥିଲା ଏବଂ ଶେଷ ମଧ୍ୟ ଚମତ୍କାର ରହିଛି। ଶେଷ ୪ ଓଭରରେ ମୁମ୍ବାଇ ବ୍ୟାଟ୍ସମ୍ୟାନ ଦିଲ୍ଲୀ ବୋଲରମାନଙ୍କୁ ଧ୍ୱଂସ କରିଛନ୍ତି। କିନ୍ତୁ ମୁମ୍ବାଇ ପାଇଁ ସବୁଠୁ ବଡ ହିରୋ ରୋମାରିଓ ଶେଫର୍ଡ ଥିଲେ। ସେ ଶେଷ ଓଭରରେ ୩୨ ରନ ସଂଗ୍ରହ କରିଥିଲେ ଏବଂ ମୁମ୍ବାଇ ଇଣ୍ଡିଆନ୍ସକୁ ୨୩୪ ରନ ସ୍କୋରକୁ ନେଇଥିଲେ। ଏକ ସମୟରେ ଲାଗୁଥିଲା ଯେପରି ଏମଆଇ ପାଇଁ ୨୧୫ ରନ ସ୍କୋର ହାସଲ କରିବା କଷ୍ଟକର, କିନ୍ତୁ ଶେଫର୍ଡ ଚମତ୍କାର ଇନିଂସ ଖେଳିଥିଲେ।
୧୯ ଓଭରରେ ମୁମ୍ବାଇ ଇଣ୍ଡିଆନ୍ସର ସ୍କୋର ୫ ଉଇକେଟ ହରାଇ ୨୦୨ ରନ ଥିଲା। ଦିଲ୍ଲୀ ପାଇଁ ଶେଷ ଓଭର ବୋଲିଂ କରିଥିଲେ ଅନ୍ରିଚ ନୋର୍ଟଜେ। ରୋମାରିଓ ଶେଫର୍ଡ ତାଙ୍କର ପ୍ରଥମ ବଲରେ ଚୌକାମାରିଥିଲେ। ସେ ଦ୍ୱିତୀୟ, ତୃତୀୟ ଏବଂ ଚତୁର୍ଥ ବଲରେ ହ୍ୟାଟ୍ରିକ ଛକା ମାରିଥିଲେ। ପ୍ରଥମ ୪ ବଲରେ ୨୨ ରନ ଆସିଥିଲା, କିନ୍ତୁ ଶେଫର୍ଡ ସେଠାରେ ଅଟକି ନ ଥିଲେ। ପଞ୍ଚମ ବଲରେ ଚୌକା ଏବଂ ଶେଷ ବଲରେ ଗୋଟିଏ ଛକା ମାରି ଓଭରରେ ମୋଟ ୩୨ ରନ ସ୍କୋର କରିଥିଲେ। ଏନ୍ରିଚ ୨ ଉଇକେଟ ନେଇଥିଲେ ମଧ୍ୟ ୪ ଓଭରରେ ୬୫ ରନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri