ଶେଷ ହୋଇନି କରୋନା, ସତର୍କତା ଜରୁରୀ…

ଜେନେଭା, ୨୯।୧ : ପୃଥିବୀରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି ଯେ, କରୋନା ଶେଷ ହୋଇନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସତର୍କତା ଜରୁରୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅଧିକାରୀ ପୁନମ୍‌ କ୍ଷେତ୍ରପାଳ କହିଛନ୍ତି।

କିଭଳି ସଂକ୍ରମଣ କମିବ ଏହା ସମସ୍ତଙ୍କର ମୁଖ୍ୟ ଉଦ୍ଦେଶ୍ୟ ହେବା ଉଚିତ। ଡେଲ୍ଟା ଭାରିଆଣ୍ଟ୍‌ ଫୁସ୍‌ଫୁସ୍‌ରେ ସଂକ୍ରମଣ କରୁଥିବାରୁ ଏହା ଯୋଗୁ ମୃତ୍ୟୁ ସଂଖ୍ୟା ଅଧିକ ହୋଇଥିଲା। ତେବେ ଓମିକ୍ରନ୍‌ ଗଳାରେ ସଂକ୍ରମଣ କରୁଛି। ତେଣୁ ଏହାଦ୍ୱାରା ମୃତ୍ୟୁ ସଂଖ୍ୟା ବୃଦ୍ଧି ହେଉ ନ ଥିବା ସେ କହିଛନ୍ତି। ଟିକାକରଣ ସଂଖ୍ୟା ବଢ଼ାଇବା ଏକ୍ଷେତ୍ରରେ ଅପରିହାର୍ଯ୍ୟ ହୋଇ ପଡ଼ିଥିବା ସେ କହିଛନ୍ତି।

ବୁଷ୍ଟର ଡୋଜ୍‌ ଓମିକ୍ରନ୍‌ କ୍ଷେତ୍ରରେ ସୁରକ୍ଷା ପ୍ରଦାନ କରୁଛି। ତେଣୁ ଏହା ନେବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଓମିକ୍ରନ୍‌ରେ ଅଧିକ ଲୋକ ଆକ୍ରାନ୍ତ ହେଲେ ମଧ୍ୟ ହସ୍ପିଟାଲରେ ଭର୍ତ୍ତି ହେବା ସଂଖ୍ୟା ଏବଂ ମୃତ୍ୟୁ ସଂଖ୍ୟା କମ୍‌ ରହିଥିବା ପୁନମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri