୧୫ ସୁଦ୍ଧା ପିକ୍‌ ନେଇପାରେ କରୋନା

ଭୁବନେଶ୍ୱର,୧୦।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଜାନୁୟାରୀ ୧୫ ସୁଦ୍ଧା କରୋନା ପିକ୍‌ ନେଇପାରେ ବୋଲି ସୋମବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ସଂକ୍ରମଣ ବଢୁଥିବା ବେଳେ, ରାଜ୍ୟ ସରକାର ମଧ୍ୟ ସ୍ଥିତି ଉପରେ ନଜର ରଖିଛନ୍ତି । ଏଭଳି ସ୍ଥିତିରେ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି।
ସେହିପରି ଆଇସିଏମ୍‌ଆର ଅନୁବନ୍ଧିତ କିଟରେ ଟେଷ୍ଟ କରିବାକୁ ପରାମର୍ଶ ଦେଇଛନ୍ତି । ଅନ୍ୟପଟେ ଆଜିଠୁ ବୁଷ୍ଟର ଡୋଜ ଟିକାକରଣ ଆରମ୍ଭ ହୋଇଛି । ବୟସ୍କ, କରୋନା ଯୋଦ୍ଧା ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଏହି ଟିକା ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri