କଟକ ରେଲ୍‌ଓ୍ବେ ଷ୍ଟେଶନରେ ଭୁଶୁଡ଼ିଲା ଛାତ, ଟ୍ରେନ୍‌ ଚଳାଚଳରେ ବିଳମ୍ବ

କଟକ,୨୭ା୮: କଟକ ରେଲଓ୍ବେ ଷ୍ଟେଶନରେ ଭୁଶୁଡ଼ି ପଡ଼ିଛି ନିର୍ମାଣାଧୀନ ଛାତ। ପ୍ଲାଟଫର୍ମ ୧ରେ ଏହି ଛାତଟି ଭୁଶୁଡ଼ି ପଡ଼ିଛି। ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି। ଶ୍ରମିକ ଓ ଯାତ୍ରୀଙ୍କର କ୍ଷତି ହୋଇଛି ନା ନାହିଁ ସ୍ପଷ୍ଟ ହୋଇପାରି ନାହିଁ। କିଛି ଟ୍ରେନ୍‌ର ଯାତାୟାତ ମଧ୍ୟ ବିଳମ୍ବିତ ହେଉଥିବା ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ ମହାପାତ୍ରଙ୍କ ଦୁଇ ବର୍ଷର ସଫଳତା: ୪୦୦ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ…

ପାଟକୁରା, ୨୦।୬ (ରବୀନ୍ଦ୍ର ନାଥ ବାରିକ): ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ତାଙ୍କ ତଳକୁସୁମାସ୍ଥିତ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରି ନିଜର ଦୁଇ ବର୍ଷର…

ପାଣି ପାଇଁ ନଙ୍ଗଲବେଡ଼ା ରାସ୍ତା ଅବରୋଧ କଲେ ଗ୍ରାମବାସୀ, ପ୍ରତିଶ୍ରୁତି ପରେ…

ଲାଞ୍ଜିଗଡ଼,୨୦ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ନଙ୍ଗଲବେଡ଼ା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଥିବା ବେଳେ ଶତାଧିକ ମହିଳା ପୁରୁଷ…

ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ…

ସରକାରଙ୍କ ବଡ଼ ପଦକ୍ଷେପ! ବ୍ୟାନ୍ ହେଲା ୧୬ ଔଷଧ, ଜାଣନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୨୦।୬: ରୋଗୀ ସୁରକ୍ଷାକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ତୁରନ୍ତ ପ୍ରଭାବରୁ ୧୬ଟି ଫିକ୍ସ ଡୋଜ କମ୍ବିନେଶନ (FDC) ଔଷଧର ଉତ୍ପାଦନ, ବିକ୍ରୟ ଏବଂ ବଣ୍ଟନକୁ ନିଷିଦ୍ଧ କରିଛନ୍ତି…

ଭୋଟର ତାଲିକାରୁ ନାଁ କଟିଯିବା ନେଇ ପ୍ରଶାସନ ପକ୍ଷରୁ ତଦନ୍ତ, ସେଟେଲମେଣ୍ଟ ଅଫିସର କହିଲେ କେହି ବି…

ପୁରୁଷୋତ୍ତମପୁର,୨୦ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୋଟର ତାଲିକାରୁ କିଛି ଭୋଟରଙ୍କ ନାମ ପୂର୍ବରୁ କଟିଯାଇଥିବାରୁ ବର୍ତ୍ତମାନ ସେମାନେ ସରକାରଙ୍କ ପକ୍ଷରୁ ଚାଲିଥିବା ଏସ୍‌ଆଇଆର୍‌ରୁ ବଞ୍ଚିତ ହେଉଥିବା…

ପିତୃ ଦିବସରେ ଆଖି ଭିଜେଇ ଦେବ ଏହି କାହାଣୀ! ବାପାଙ୍କୁ ନିଜ କିଡନୀ ଦାନ କରି ଜୀବନ ବଞ୍ଚାଇଲେ, ବ୍ଲଡ ଗ୍ରୁପ ଅଲଗା…

ନୂଆଦିଲ୍ଲୀ,୨୦।୬: ଜୁନ୍ ୨୧ତାରିଖରେ ପିତାଙ୍କ ପିତୃ ଦିବସ ପୂର୍ବରୁ ୧୮ ବର୍ଷୀୟ ଅଲି ରଜା ତାଙ୍କ ପିତା ଆବିଦ ରଜାଙ୍କୁ ତାଙ୍କର କିଡନୀ ଦାନ କରି ଏକ…

ଆମେରିକା-ଇରାନ ଚୁକ୍ତିକୁ ନେଇ ପୁଣି ଲଜ୍ଜିତ ହେଲା ପାକିସ୍ତାନ, ଜେଡି ଭାନ୍ସ କହିଲେ…

ଓ୍ବାଶିଂଟନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମାକୁ ନେଇ ପାକିସ୍ତାନ ପୁଣିଥରେ ଚର୍ଚ୍ଚାରେ ଅଛି, କିନ୍ତୁ ଏଥର କାରଣ ପ୍ରଶଂସା ନୁହେଁ ବରଂ ସମାଲୋଚନା। ଆମେରିକାର…

ପ୍ରଧାନମନ୍ତ୍ରୀ ମୋ’ ଗାଁକୁ ଆସିଥିବାରୁ କୃତଜ୍ଞ: ରାଷ୍ଟ୍ରପତି

ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଷ୍ଟ୍ରପତି ନିଜ ଶାଶୁଘର ଗାଁ ମୟୂରଭଞ୍ଜ ଜିଲାର ପାହାଡ଼ପୁର ଅଛନ୍ତି। ଏଠାରେ ଆଜି ଆସି ମଧ୍ୟ ପହଞ୍ଚିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri