ପ୍ରାର୍ଥନା ସମୟରେ ଚର୍ଚ୍ଚର ଧସିଲା ଛାତ, ୭ ମୃତ…

ମେସ୍କିକୋ ସିଟି,୨।୧୦ : ସୋମବାର ମେକ୍ସିକୋର ତମଉଲିପାସ ରାଜ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଏକ ଚର୍ଚ୍ଚରେ ପ୍ରାର୍ଥନା ସଭା ସମୟରେ ଛାତଟି ହଠାତ ଧସିଯାଇ ଲୋକଙ୍କ ଉପରେ ପଡିଥିଲା। ଏହି ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକଙ୍କ ଆବର୍ଜନା ତଳେ ଦବି ରହିଛନ୍ତି।

କୁହାଯାଇଛି ଯେ ଯେତେବେଳେ ଏହି ଦୁର୍ଘଟଣା ଘଟିଲା ସେତେବେଳେ ଚର୍ଚ୍ଚ ଭିତରେ ଶହେରୁ ଅଧିକ ଲୋକ ଉପସ୍ଥିତ ଥିଲେ।
ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ ଉଦ୍ଧାର କାର୍ଯ୍ୟ ଚାଲିଛି। ପୋଲିସ ଏବଂ ଅଗ୍ନିଶମ ଦଳ ୪୯ଜଣଙ୍କୁ ଅଳିଆ ଆବର୍ଜନାରୁ ଉଦ୍ଧାର କରିଛନ୍ତି। ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଛି। ଏଥି ସହିତ, ଆହୁରି ଅନେକ ଆବର୍ଜନା ତଳେ ଥିବାର ଆଶଙ୍କା ରହିଛି। ସେମାନଙ୍କର ସନ୍ଧାନ ଜାରି ରହିଛି। ପ୍ରକାଶ ଯେ, ଆବର୍ଜନା ତଳେ ଫସି ରହିଥିବା ଲୋକଙ୍କ ମଧ୍ୟରେ ଅନେକ ପିଲା ମଧ୍ୟ ଅଛନ୍ତି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ତୁର୍କୀ ବାୟୁସେନା ଉତ୍ତର ଇରାକରେ କୁର୍ଦ୍ଦ ବିଦ୍ରୋହୀଙ୍କ ୨୦ ଟି ବେସକୁ ଧ୍ୱଂସ କରିଦେଇଛି। ଏଥିମଧ୍ୟରେ ଅନେକ ଗୁମ୍ଫା, ବଙ୍କର, ଆଶ୍ରୟ ଗୃହ ଏବଂ ଗୋଦାମ ଅନ୍ତର୍ଭୁକ୍ତ। ଏହି ସମସ୍ତ ସ୍ଥଳ କୁର୍ଦ୍ଦ ବିଦ୍ରୋହୀ ସଂଗଠନ କୁର୍ଦ୍ଦିସ୍ତାନ ୱାର୍କର୍ସ ପାର୍ଟି (ପିକେକେ) ବୋଲି ତୁର୍କୀର ଆଭ୍ୟନ୍ତରୀଣ ମନ୍ତ୍ରୀ ଅଲି ୟାରଲିକାୟା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?