Posted inଜାତୀୟ

ଅନ୍ତିମ ସଂସ୍କାର ସମୟରେ ଭୁଶୁଡ଼ିଲା ଶ୍ମଶାନ ଘର ଛାତ: ଉଦ୍ଧାର କାର୍ଯ୍ୟ ଜାରି

ଗାଜିଆବାଦ୍‌,୩।୧: ଅନ୍ତିମ ସଂସ୍କାର ସମୟରେ ଶ୍ମଶାନ ଘର ଛାତ ଭୁଶୁଡ଼ିବାରୁ କେତେକ ଲୋକ ମାଟି ତଳେ ପୋତି ହୋଇଯାଇଛନ୍ତି। ମାଟିତଳୁ ୧୬ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ଲୋକଙ୍କ ସନ୍ଧାନ ଜାରି ରହିଛି। ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି। ଗାଜିଆବାଦ୍‌ର ମୁରାଦବାଦ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପ୍ରବଳ ବର୍ଷା ଯୋଗୁ ମାଟି ଧସି ଯିବାରୁ ଏଭଳି ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏନେଇ ଶୋକ ପ୍ରକାଶ କରିବା ସହିତ ଉଦ୍ଧାର କାର୍ଯ୍ୟ ପାଇଁ ଜିଲାପାଳ ଏବଂ ପୋଲିସ ଉଚ୍ଚ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ମନ୍ଦିର ଦର୍ଶନ କଲେ ଆମିର

ଅମୃତସର,୩୦।୧୧: ବଲିଉଡ୍‌ ଅଭିନେତା ଆମିର ଖାଁ ଶନିବାର ପଞ୍ଜାବର ଅମୃତସରଠାରେ ଥିବା ସ୍ବର୍ଣ୍ଣ ମନ୍ଦିର ଦର୍ଶନ କରିଛନ୍ତି। ସେ ତାଙ୍କର ଅପ୍‌ କମିଙ୍ଗ ଫିଲ୍ମ ‘ଲାଲ...

ଜ୍ଞାନବାପି ମସଜିଦ୍‌ ମାମଲା, ବଦଳିବେନି କମିଶନର, ୧୭ ମେ’ ପୂର୍ବରୁ ପୁଣି ସର୍ଭେ…

ଆହ୍ଲାବାଦ୍‌, ୧୨।୫ : ତିନି ଦିନ ଧରି ସମସ୍ତ ଦଳର ବିତର୍କ ପରେ କାଶୀ ବିଶ୍ୱନାଥ ଧାମ-ଜ୍ଞାନବାପିରେ ଅବସ୍ଥିତ ମା ଶୃଙ୍ଗାର ଗୌରୀ ଏବଂ ଅନ୍ୟାନ୍ୟ...

ଜନତାଙ୍କୁ ମାସ୍କ ପିନ୍ଧିବାକୁ ଅପିଲ କଲା ଡିଡିଏମଏ, ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଲାଗିବନି ଜରିମାନା

ନୂଆଦିଲ୍ଲୀ,୨ ।୪: ଏବେ ରାଜଧାନୀ ଦିଲ୍ଲୀରେ ମାସ୍କ ନ ପିନ୍ଧିଲେ ଆଉ ଜରିମାନା ଦେବାକୁ ପଡିବ ନାହିଁ । କରୋନା ସଂକ୍ରମଣ କମ୍ ହେବା ଓ...

ଜୟ ଶ୍ରୀରାମ’ ନ କହିବାରୁ ମୁସ୍‌ଲିମ ଡ୍ରାଇଭରଙ୍କୁ ମାଡ଼

ଠାଣେ,୨୮।୬: ମହାରାଷ୍ଟ୍ରରେ ଜଣେ ମୁସଲ୍‌ମାନ ଗାଡ଼ିଚାଳକଙ୍କୁ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ କହି ସ୍ଥାନୀୟ ଯୁବକମାନେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ...

କ୍ଷମା ମାଗିଲେ ନୁପୁର

କାନପୁର,୫।୬: ଭାଜପା ନେତ୍ରୀ ନୁପୁର ଶର୍ମାଙ୍କୁ ପ୍ରଫେଟ୍‌ ମହମ୍ମଦଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ମହଙ୍ଗା ପଡିଛି। ରବିବାର ଦଳର ହାଇକକାଣ୍ଡ ତାଙ୍କୁ ଦଳରୁ ନିଲମ୍ବିତ...

କରୋନା ଲଢ଼େଇ ବାଟରେ କଣ୍ଟା: ୬୪ ପ୍ରତିଶତ ଲୋକେ ଖାଇବା ପୂର୍ବରୁ ହାତ ଧୋଇବା ଭୁଲି ଯାଉଛନ୍ତି

ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ନିୟମିତ ବ୍ୟବଧାନରେ ହାତ ଧୋଇବା,...

ସ୍ତ୍ରୀଙ୍କୁ ରାଜନୀତିକୁ ଆଣିବାରୁ ଶତ୍ରୁତା

ଲକ୍ଷ୍ନୌ,୨।୮ (ଆଇଏଏନ୍‌ଏସ୍‌):୨୦୧୮ ଏପ୍ରିଲ ୮ରେ ଉନ୍ନାଓ ବଳାତ୍କାର ପୀଡ଼ିତା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରୀ ବାସଭବନ ଆଗରେ ଆମତ୍ଦାହ ଉଦ୍ୟମ କରି ନ ଥିଲେ କୁଲଦୀପ ସିଂ...

କାମ ଆରମ୍ଭ କଲେ ମୋଦି

ନୂଆଦିଲ୍ଲୀ, ୩୧।୫: ଲଗାତର ଦ୍ୱିତୀୟଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ କାମ ଆରମ୍ଭ କରିଛନ୍ତି ନରେନ୍ଦ୍ର ମୋଦି। ଶୁକ୍ରବାର ହାଇଦ୍ରାବାଦ ହାଉସରେ ସେ...

Advertisement
Archives

Model This Week