ଉଡ଼ିଗଲା ବିଦ୍ୟାଳୟର ଟିଣ ଛପର

ପାଟଣା,୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହରପଡା ବ୍ଲକ ଦାମାହୁଦା ପଞ୍ଚାୟତ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ପଶ୍ଚିମା ଝଡ଼ ପ୍ରଭାବ ଯୋଗୁ ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଛି। ଘଡ଼ଘଡି ସହ ପ୍ରବଳ ବର୍ଷା ପବନ ଯୋଗୁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। ପବନରେ ଗୋଜାପଥର ସରକାରୀ ଉଚ୍ଚ ବିଦ୍ୟାଳୟର ୫ଟି ଶ୍ରେଣୀ ଗୃହର ଟିଣ ଛପର ଉଡ଼ିଯାଇଛି। ବିଦ୍ୟାଳୟ ଛୁଟିଥିବାରୁ ଏକ ବଡ଼ଧରଣର ଦୁର୍ଘଟଣାରୁ ଅଳ୍ପକେ ଟଳିଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି।
ଅନ୍ୟପକ୍ଷେ ଶ୍ରେଣୀ ଗୃହର ଛାଉଣୀ କାର୍ଯ୍ୟ ଅତି ନିମ୍ନମାନର କାର୍ଯ୍ୟ ହୋଇଥିବାରୁ ଏଭଳି ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଥିସହ ପାଟଣା ବ୍ଲକ ମିରିଖୋଜି ପଞ୍ଚାୟତ ସହ କେତେକ ସ୍ଥାନରେ କୁଆ ପଥର ବର୍ଷା ହୋଇଛି। ଫଳରେ ଅନେକ ପନିପରିବା ଫସଲ ନଷ୍ଟ ହୋଇଯାଇଥିବା ଆଶଙ୍କା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

ଖବରଦାତାଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ତୁମର ରିପୋର୍ଟିଂ ଦେଶଦ୍ରୋହ…

ଓ୍ବାଶିଂଟନ,୧୬।୫ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହା ମଧ୍ୟରେ, ଇରାନ ସମ୍ପର୍କରେ ଏକ ପ୍ରଶ୍ନ ପଚରାଯିବା ପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଅଲିମ୍ପିକ୍ସ ଆୟୋଜନ, ବିଶ୍ୱ ବିକାଶର ଇଞ୍ଜିନ, … ନେଦରଲ୍ୟାଣ୍ଡସ ଗସ୍ତ ସମୟରେ ଭାରତର ଏଜେଣ୍ଡା ସ୍ଥିର କଲେ ପ୍ରଧାନମନ୍ତ୍ରୀ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସ୍‌ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ସମ୍ମୁଖରେ ‘ନୂତନ ଭାରତ’ର ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri