Posted inଜାତୀୟ

କୁକୁଡା ଲଢ଼େଇରେ ପ୍ରାଣ ହରାଇଲେ ମାଲିକ

ନୂଆଦିଲ୍ଲୀ,୨୮।୨ : ବେଆଇନ କୁକୁଡା ଲଢ଼େଇବେଳେ ଜଣେ ମାଲିକଙ୍କ ମୃତ୍ୟୁ ଘଟଛି। ଏଭଳି ଏକ ଅସାଧାରଣ ଘଟଣା ସାମ୍ନାକୁ ଆସିଛି ତେଲେଗାନାରୁ। ଲଢ଼େଇ ପାଇଁ ପ୍ରତିଦ୍ୱନ୍ଦ୍ୱୀକୁ ହରାଇବା ଲାଗି କୁକୁଡା ଗୋଡରେ ବନ୍ଧା ହୋଇଥାଏ ୩ ଇଞ୍ଚର ଛୁରୀ। ମୃତ୍ୟୁ ଭୟରେ କୁକୁଡାଟି ଖସିବାକୁ ଚେଷ୍ଟା କରୁଥିବାବେଳେ ମାଲିକଙ୍କ ବେକରେ ଛୁରା ଘାତ ଲାଗିଥିଲା ବୋଲି ପୋଲିସ ପକ୍ଷରୁ କୁହାଯାଇଛି। କରିମନଗର ଜିଲାର ମେଡିକାଲକୁ ନେବାବେଳେ ଅତ୍ୟନ୍ତ ରକ୍ତଶ୍ରାବ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିଲା। ପୀଡ଼ିତଙ୍କ ସମେତ ୧୬ ଜଣ ଲୋଥୁନୁରଠାରେ କୁକୁଡା ଲଢ଼େଇ ଆୟୋଜନ କରିଥିଲେ।

ଅଭିଯୁକ୍ତ କୁକୁଡାକୁ ଫାର୍ମକୁ ପଠାଯିବା ପୂର୍ବରୁ ଥାନାରେ ଅଟକ ରଖାଯାଇଥିଲା। ”ବେଆଇନ ଲଢ଼େଇ ଆୟୋଜନ କରିଥିବା ୧୫ ଜଣଙ୍କୁ ଆମେ ଖୋଜୁଛୁ“ ବୋଲି ସ୍ଥାନୀୟ ପୋଲିସ ଅଫିସର ବି. ଜୀବନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ସମାଜ, ମଜଭୁତ ହେବ ପୋଲିସ-ଜନସାଧାରଣ ସମ୍ପର୍କ

କେସିଙ୍ଗା,୩୧ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପରିସରରେ ଆମ ପୋଲିସ ସମିତି ପକ୍ଷରୁ ଜାତୀୟ ଏକତା ଦିବସ ଏବଂ ନିଶାମୁକ୍ତ ଓଡ଼ିଶା ଅଭିଯାନକୁ ନେଇ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

ସାର୍ବଜନୀନ ମହାଭିଯୋଗ ସଭାରେ ରାହୁଲଙ୍କ ବଡ଼ ଦାବି: ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ

ନୂଆଦିଲ୍ଲୀ,୩୧ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଶନିବାର ପ୍ରତୀକାତ୍ମକ ସାର୍ବଜନୀନ ମହାଭିଯୋଗ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ…

ମହାରାଷ୍ଟ୍ରରେ ଫୁଲବାଣୀ ଗଞ୍ଜେଇର ଚାହିଦା: ସମ୍ମୁଖରୁ ୫ ନିଶା ମାଫିଆଙ୍କୁ ଧରିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା, ୩୧ା୧୦ (ପ୍ରଭାତ ପାଣିଗ୍ରାହୀ): ଫୁଲବାଣୀରୁ ମହାରାଷ୍ଟ୍ରକୁ ଗଞ୍ଜେଇ ଚାଲାଣ ପାଇଁ ଚାଲିଥିଲା ଯୋଜନାବଦ୍ଧ କାରବାର। ଦୁଇଟି ଦାମୀ କାର୍‌ରେ ପ୍ରାୟ ଏକ କ୍ୱିଣ୍ଟାଲ ଗଞ୍ଜେଇ ନେଇ…

ଇସ୍ରାଏଲ ନିର୍ବାଚନ: ନେତାନ୍ୟାହୁଙ୍କ ସିଂହାସନ ଅନିଶ୍ଚିତ, ଭାରତ ଉପରେ ପଡ଼ିବ କି ପ୍ରଭାବ ଜାଣନ୍ତୁ…

ଜେରୁଜେଲମ୍‌,୩୧ା୧୦: ଇସ୍ରାଏଲର ୧୨୦ ଆସନ ବିଶିଷ୍ଟ ସଂସଦ ‘କ୍ନେସେଟ’ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ସରକାର ଗଠନ ପାଇଁ ୬୧ଟି ଆସନ ଆବଶ୍ୟକ…

ପୁଣି ସମ୍ଭାବ୍ୟ ଲଘୁଚାପକୁ ନେଇ ଆତଙ୍କିତ ଲୋକେ: ବନ୍ୟାରେ ଘରଦ୍ୱାର, ଚାଷଜମି କ୍ଷତିଗ୍ରସ୍ତ; ଜୀବିକା ହରାଇଛନ୍ତି ମତ୍ସ୍ୟଜୀବୀ

ଗଞ୍ଜାମ, ୩୧ା୧୦ (ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ମହାବାତ୍ୟାର ରୂପ ନେଇ ଲୋକଙ୍କ ଜୀବନଜୀବିକାକୁ ଅସ୍ତବ୍ୟସ୍ତ କରିଦେଇଥିବା ବେଳେ ପୁଣି ଏକ ସାମୁଦ୍ରିକ ଝଡ଼ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?