Posted inଖେଳ

ପଡ଼ିଲା ରୁଟ୍‌ଙ୍କ ଉଇକେଟ

ଲିଡ୍ସ,୨୬।୮: ଶେଷରେ ପ୍ୟାଭିଲିୟନ ଫେରିଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ଆଉଟ୍‌ ହେବା ପୂର୍ବରୁ ସେ ୧୨୧ ରନ୍‌ର ଶତକୀୟ ପାଳି ଖେଳିଥିଲେ। ମୋଟ ୧୬୫ ବଲ ଖେଳିଥିବା ରୁଟ୍‌ଙ୍କ ଇନିଂସରେ ଥିଲା ୧୪ଟି ଦର୍ଶନୀୟ ଚୌକା। କ୍ୟାରିୟରର ଶ୍ରେଷ୍ଠ ଫର୍ମରେ ଥିବା ରୁଟ୍‌ଙ୍କ ଲାଗି ଲଗାତାର ତୃତୀୟ ଶତକ। ଏହା ତାଙ୍କ କ୍ୟାରିୟରର ୨୩ତମ ଟେଷ୍ଟ ଶତକ। ୧୧୭.୨ ଓଭରରେ ରୁଟ୍‌ଙ୍କୁ କ୍ଲିନ ବୋଲ୍ଡ କରିଥିଲେ ଯଶପ୍ରୀତ ବୁମରା। ଏହାର ପର ଓଭରରେ ମୋଇନ ଅଲି (୮) ଆଉଟ୍‌ ହେବାରୁ ବର୍ତ୍ତମାନ ସୁଦ୍ଧା ଇଂଲଣ୍ଡ ୭ ଉଇକେଟ ହରାଇ ୪୦୨ ରନ୍‌ କରିଛି।

ଭାରତୀୟ ପକ୍ଷରୁ ମହମ୍ମଦ ଶାମି ୩ ଓ ରବୀନ୍ଦ୍ର ଜାଡେଜା ୨ ଉଇକେଟ ନେଇଥିଲେ। ପୂର୍ବରୁ ଭାରତ ତା’ର ପ୍ରଥମ ଇନିଂସରେ ମାତ୍ର ୭୮ ରନରେ ଅଲଆଉଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri