Posted inଖେଳ

ଏବେଠୁ ବୁମ୍‌ରାଙ୍କୁ ଡରିଲେଣି ଇଂଲଣ୍ଡ ଟିମ୍‌: ଓପନର୍‌ ରୁରି କହିଲେ ଏଭଳି

ନୂଆଦିଲ୍ଲୀ,୨୯।୧: ଯେତେବେଳେ କୌଣସି ବିଦେଶୀ ଟିମ୍‌ ଭାରତରେ ଟେଷ୍ଟ ସିରିଜ୍‌ ଖେଳିବାକୁ ଆସିଥାଏ, ସେମାନେ ଏଠାକାର ସ୍ପିନ୍‌ ଫ୍ରେଣ୍ଡଲି ପିଚ୍‌ରେ କିଭଳି ଖେଳିବେ ସେ ବିଷୟରେ ଚିନ୍ତା କରିଥାନ୍ତି। ହେଲେ ଇଂଲଣ୍ଡ ଓପନର୍‌ ରୋରି ବର୍ନସ୍‌ ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ ଖେଳିବା ପୂର୍ବରୁ କହିଛନ୍ତି, ହୁଏତ ଆୟୋଜକମାନେ ଏଥର ଭିନ୍ନ ପିଚ୍‌ ପ୍ରସ୍ତୁତ କରିବେ। ଦଳରେ ଜସପ୍ରିତ ବୁମ୍‌ରାଙ୍କ ଭଳି ଭଲ ଦ୍ରୁତ ବୋଲର୍‌ ଅଛନ୍ତି। ତାଙ୍କୁ ଦୃଷ୍ଟିରେ ରଖି ମଇଦାନ ପ୍ରସ୍ତୁତ କରାଯାଇପାରିବ। ସିରିଜରେ ଦିବାରାତ୍ର ମ୍ୟାଚ୍‌ ଖେଳାଯିବାର ରହିଛି। ଏଣୁ ମଇଦାନ ଭିନ୍ନ ହୋଇପାରେ। ବୁମ୍‌ରାଙ୍କ ଭଳି ବୋଲର୍‌ଙ୍କ ପାଇଁ ରଣନୀତି ପ୍ରସ୍ତୁତ କରିବା ଇଂଲଣ୍ଡ ପାଇଁ ବଡ଼ ଆହ୍ବାନ ହେବ। କାରଣ ସେ ସବୁଠାରୁ ଅଲଗା ବୋଲିଂ କରନ୍ତି। ତାଙ୍କୁ ଧ୍ୟାନରେ ରଖି ଇଂଲଣ୍ଡ ଦଳ ପ୍ରସ୍ତୁତି ଚଳାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ପ୍ରାଇଭେଟ୍‌ ଚାକିରିଆଙ୍କ ପାଇଁ ଦୁଃଖ ଖବର! ନୂଆ ଲେବର କୋଡ୍‌ ଯୋଗୁ ଦରମାରୁ କଟିଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୮।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂଆ ଲେବର କୋଡ୍ (New Labour Code) ଅଧୀନରେ ବେସରକାରୀ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ଅନେକ ନୂତନ ନିୟମ…

ମାଙ୍କଡ଼ ଆତଙ୍କ: ସିଧା ଆସି ଧରିଲା ଅଣ୍ଟାକୁ …

ବନ୍ତ,୧୮।୦୪(କିଶୋର କୁମାର ସେଠୀ): ମାଙ୍କଡ଼ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଜଣକ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ତାଳପଦା ଗ୍ରାମର ଦାମୋଦର ବାରିକ…

ଗୋଟିଏ ଦିନ ପୂର୍ବରୁ ଜଣା ନ ଥିଲା କ’ଣ ହେବ, ହେଲେ ହୋଇଛି ଗଣତନ୍ତ୍ରର ବଡ଼ ବିଜୟ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଶନିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ କହିଥିଲେ ଯେ ଶୁକ୍ରବାର ଯାହା ଘଟିଲା…

ପଥରରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ: ଥାନାରେ ପହଞ୍ଚି ସତ ବଖାଣିଲେ ପୁଅ

ସୁନ୍ଦରଗଡ,୧୮।୪(ଜୟ ନାରାୟଣ ମେଣ୍ଡୁଳି): ପାରିବାରିକ କଳହକୁ କେନ୍ଦ୍ର କରି ପଥରରେ ଛେଚି ସ୍ତ୍ରୀକୁ ହତ୍ୟା କଲେ ସ୍ବାମୀ। ଏପରି ଏକ ହତ୍ୟାକାଣ୍ଡ ଘଟିଛି ସୁନ୍ଦରଗଡ ଜିଲା ତଳସରା…

ଅକ୍ଷୟ ତୃତୀୟାର ଦିନକ ପୂର୍ୱରୁ ଏତେ କମିଗଲା ସୁନାଦର! ଦେଖନ୍ତୁ ଆପଣଙ୍କ ସହରର ଲାଟେଷ୍ଟ ରେଟ୍‌…

ନୂଆଦିଲ୍ଲୀ,୧୮।୪: ଆଜି, ଶନିବାର, ୧୮ ଏପ୍ରିଲ, ୨୦୨୬ ଅକ୍ଷୟ ତୃତୀୟା (୧୯ ଏପ୍ରିଲ) ର ମାତ୍ର ଗୋଟିଏ ଦିନ ପୂର୍ୱରୁ; ସୁନା ବଜାରରେ କାର୍ଯ୍ୟକଳାପ ତୀବ୍ର ହେବାରେ…

IPL 2026ରେ ଏତେ ଲକ୍ଷ ଟଙ୍କାର ଗାଡ଼ି ଉପରକୁ ଛକା ମାରିଲେ ଏହି ଖେଳାଳି ହୋଇଗଲା…

ନୂଆଦିଲ୍ଲୀ,୧୮।୪: IPL ମ୍ୟାଚଗୁଡ଼ିକରେ, ଚୌକା ଏବଂ ଛକାର ଏକ ସାଧାରଣ ଘଟଣା ହୋଇଥିଲେ ମଧ୍ୟ, କେତେକ ସମୟରେ ଏକ ନିର୍ଦ୍ଦିଷ୍ଟ ସଟ ଏତେ ସ୍ପଷ୍ଟ ଭାବରେ ଦେଖାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri