ଭାଗ୍ୟ ବଦଳାଇବ ଗୋଲାପ ଫୁଲ

ଫୁଲର ସୌନ୍ଦର୍ଯ୍ୟ କାହାକୁ ବା ଆକର୍ଷିତ ନ କରେ। ବିଶେଷକରି ଗୋଲାପ ଫୁଲ, ଯାହାକୁ କି ସ୍ନେହ ଓ ପ୍ରେମର ପ୍ରତୀକ ବୋଲି କୁହାଯାଏ। ଏହି ଫୁଲ କେବଳ ସୁନ୍ଦର ଲାଗେ ତାହା ନୁହେଁ, ବାସ୍ତୁଶାସ୍ତ୍ର ଅନୁଯାୟୀ ଏହି ଫୁଲ ସୁଖସମୃଦ୍ଧି ବୃଦ୍ଧି କରିବାରେ ବି ବିଶେଷ ସହାୟକ ହୋଇଥାଏ। ଯଥା: ଘରେ ଯଦି ଅଭାବ ଲାଗି ରହୁଥାଏ, ତା’ହେଲେ ପ୍ରତିଦିନ ସନ୍ଧ୍ୟା ଦେବା ସମୟରେ ଗୋଟିଏ ଗୋଲାପ ଫୁଲ ଉପରେ କର୍ପୂର ରଖି ଜଳାଇ ସାରିବା ପରେ ସେହି ଫୁଲକୁ ମା’ ଭଗବତୀଙ୍କୁ ଅର୍ପଣ କଲେ ଧୀରେ ଧୀରେ ଆର୍ଥିକ ସମସ୍ୟା ଠିକ୍‌ ହୋଇଯାଏ ବୋଲି ବିଶ୍ୱାସ ରହିଛି। ଅନ୍ୟପକ୍ଷେ ପ୍ରତି ଶୁକ୍ରବାର ଦିନ ପାନପତ୍ରରେ ପାଞ୍ଚଟି ଗୋଲାପ ଫୁଲର ପାଖୁଡ଼ା ରଖି ମା’ଦୁର୍ଗାଙ୍କୁ ଅର୍ପଣ କଲେ ଶୁଭଫଳ ପ୍ରାପ୍ତି ହୋଇଥାଏ ବୋଲି ମାନ୍ୟତା ଅଛି। ସେହିପରି କୁହାଯାଏ, ଘରର ଦକ୍ଷିଣ-ପଶ୍ଚିମ କୋଣରେ ଯଦି ପ୍ରତିଦିନ କିଛି ସତେଜ ନାଲି ଗୋଲାପ ଫୁଲକୁ ଫୁଲଦାନୀରେ ରଖି ଘର ସଜ୍ଜାଯାଏ ତା’ହେଲେ ଘରେ ସକାରାତ୍ମକ ଊର୍ଜା ବୃଦ୍ଧି ପାଇଥାଏ। କେବଳ ଗୋଲାପ ଫୁଲ କାହିଁକି ଘରର ଦକ୍ଷିଣ ଦିଗରେ ଗୋଲାପ ଗଛ ଲଗାଇବା ମଧ୍ୟ ଘର ପାଇଁ ଶୁଭ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗଣେଶ ପୂଜାଠାରୁ ୫ ରାଶିର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଏହି ୭ ରାଶି ପାଇଁ ଖରାପ! ଜାଣନ୍ତୁ ସାପ୍ତାହିକ ରାଶିଫଳ

ଆରମ୍ଭ ହେବାକୁ ଯାଉଛି ନୂଆ ସପ୍ତାହ। ଆସନ୍ତା ୧୪ରୁ ୨୦ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଗ୍ରହ-ନକ୍ଷତ୍ରଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିପାରେ। ସପ୍ତାହର ଆରମ୍ଭରେ…

କର୍କଟ ସମେତ ଏହି ରାଶିଙ୍କୁ ଟେନ୍‌ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ…

ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?