Posted inଫୁରସତ

ଏହି ଦେଶରେ ବିବାହ ପୂର୍ବରୁ ବରକନ୍ୟାଙ୍କୁ ଗଛରେ ବାନ୍ଧି ଫିଙ୍ଗା ଯାଏ ପଚା ମାଛ, ପଚା ଅଣ୍ଡା

ବିବାହକୁ ନେଇ ପ୍ରତି ରାଜ୍ୟ ଏବଂ ପ୍ରତି ଦେଶରେ ଭିନ୍ନ ଭିନ୍ନ ପ୍ରଥା ରହିଛି। ସାରା ବିଶ୍ୱ ବିବିଧତାରେ ପରିପୂର୍ଣ୍ଣ। ବିବାହକୁ ନେଇ ପ୍ରତ୍ୟେକ ଦେଶରେ କିଛି ନା କିଛି ପରମ୍ପରା ରହିଛି। ଆମ ଦେଶ ଭାରତରେ ମଧ୍ୟ ଏପରି କିଛି ରୀତିନୀତି ରହିଛି। ଆମ ଦେଶରେ ସାଧାରଣତଃ ବିବାହ ସମୟରେ ହଳଦୀ ଉତ୍ସବ ପାଳନ କରାଯାଇଥାଏ। କାରଣ ହଳଦୀକୁ ବହୁତ ଶୁଭ ମନାଯାଏ। ତେଣୁ ବିବାହ ପୂର୍ବରୁ ବରକନ୍ୟାଙ୍କୁ ହଳଦୀ ଲଗାଯାଇଥାଏ। ମାତ୍ର ଏପରି ଏକ ଦେଶ ଅଛି, ଯେଉଁଠି ବରକନ୍ୟାଙ୍କ ଉପରେ ପଚା ମାଛ, ପଚା ଅଣ୍ଡା, ପଚା ଟମାଟର, ଚକୋଲେଟ୍‌ ସିରପ୍‌, କ୍ଷୀର ଅଟା ଆଦି ଫିଙ୍ଗା ଯାଇଥାଏ। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ।

ସେପରି ଏକ ଦେଶ ହେଉଛି ସ୍କଟ୍‌ଲାଣ୍ଡ୍‌। ଏଠାରେ ବରକନ୍ୟାଙ୍କୁ ପ୍ରଥମେ ଏକ ଗଛରେ ବାନ୍ଧି ଦିଆଯାଏ। ପରେ ସେମାନଙ୍କ ଉପରକୁ ପଚା ଟମାଟର, ପଚା ମାଛ ଫିଙ୍ଗାଯାଏ। ଏହା ପଛରେ ଏକ କାରଣ ମଧ୍ୟ ରହିଛି। ଲୋକଙ୍କ କହିବା ଅନୁଯାୟୀ, ଏମିତି କରିବା ଦ୍ୱାରା ବରକନ୍ୟାଙ୍କ ଉପରୁ ଖରାପ ଶକ୍ତି ସବୁ ଦୂରେଇ ଯାଇଥାନ୍ତି। ଆଉ ବିବାହ ପୂର୍ବରୁ ସବୁ କଥାକୁ ସାମ୍ନା କରିବା ଏଥିରୁ ଶିଖିବାକୁ ମିଳେ। ଜୀବନରେ ଆସିବାକୁ ଥିବା ଝଡ଼ଝଞ୍ଜାକୁ ସହିବା ପାଇଁ ଏହା ପ୍ରେରଣା ଯୋଗାଏ। ଖାଲି ସ୍କଟ୍‌ଲାଣ୍ଡ୍‌ ନୁହେଁ ଏପରି ପରମ୍ପରା ଆଉ କିଛି ଦେଶରେ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri