ସରସ ମେଳା: ଗ୍ରାହକଙ୍କୁ ଆକୃଷ୍ଟ କରୁଛି ମାଟି ଉପକରଣ

ରାଉରକେଲା ଅଫିସ,୨୨।୧: ହକି ବିଶ୍ୱକପ୍‌ ଅବସରରେ ରାଉରକେଲା ସେକ୍ଟର-୫ ସ୍ଥିତ ଭଞ୍ଜ ଭବନ ପ୍ରଦର୍ଶନୀ ପଡ଼ିଆରେ ଚାଲିଛି ସରସ ମେଳା। ମେଳାରେ ସମୁଦାୟ ୨୫୦ଟି ଷ୍ଟଲ ପ୍ରଦର୍ଶିତ ହେଉଛି। ହେଲେ ମେଳାରେ ଗ୍ରାହକଙ୍କ ମୁଖ୍ୟ ଆକର୍ଷଣ ପାଲଟିଛି ମସଲା ଓ ମାଟି ଉପକରଣ। ଅନ୍ୟାନ୍ୟ ଆକର୍ଷଣୀୟ ଷ୍ଟଲଗୁଡିକରେ କ୍ଷୀର ପ୍ରସ୍ତୁତ ଖାଦ୍ୟଦ୍ରବ୍ୟ, କାଶ୍ମୀର, ୟୁପି ଦ୍ରବ୍ୟ, ବିଭିନ୍ନ ଚିତ୍ରକଳା, ଏଲ୍‌ଇଡି ସାମଗ୍ରୀ, ବାରିପଦା ମୁଢି ମସଲା, ପୁଡ ଚିକେନ, ବାଉଁଶ କାରୁକାର୍ଯ୍ୟ ଆଦି ଗ୍ରାହକମାନଙ୍କୁ ଆକର୍ଷିତ କରୁଛି। ସକାଳୁ ରାତ୍ରି ଯାଏ ଜମୁଛି ସରସ ମେଳା। ବିନା ରାସାୟନିକ ମିଶ୍ରଣରେ ବିକ୍ରି ହେଉଥିବା ମସଲା ପ୍ରତି ଗ୍ରାହକମାନଙ୍କ ଆଗ୍ରହ ବଢୁଛି। ଏଥିସହିତ ଗ୍ରାହକମାନେ ବିଭିନ୍ନ ପ୍ରକାର ଆଚାର ଓ ଗ୍ରାମାଞ୍ଚଳରେ ପ୍ରସ୍ତୁତ ହେଉଥିବା ଚାଉଳ ବଡି, ପାମ୍ପଡ, ଝୁଣା, ଧୂପା ଆଦି ସୁଲଭ ମୂଲ୍ୟରେ ପାଉଛନ୍ତି। ରବିବାର ସରସ ମେଳାର ୮ମ ଦିବସରେ ପହଞ୍ଚତ୍ଛି। ଆସନ୍ତା ୨୭ତାରିଖ ଯାଏ ଏହି ମେଳା ହେବାକୁ ଥିବାରୁ ଲୋକଙ୍କ ଭିଡ଼ ଆହୁରି ଜମିବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri