ଭୁବନେଶ୍ୱର,୭ା୯(ଅନିଲ ଦାସ)କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ କଂଗ୍ରେସରୁ ଲଢ଼ିବେ ନାହିଁି। ୨୦୨୪ରେ ସେ କଂଗ୍ରେସ ନୁହେଁ ବରଂ ଅନ୍ୟ କେଉଁ ଦଳରୁ ଲଢ଼ିବେ ବୋଲି ସ୍ପଷ୍ଟ କରିଛନ୍ତି। ସଫଳ ହେଉ କି ବିଫଳ, ଅନ୍ୟ ଦଳରୁ ଲଢ଼ିବି ବୋଲି ମନ୍ମଥ କହିଛନ୍ତି। ସେ କହିଛନ୍ତି, ମୁଁ କେବେ ବି କହିନାହିଁ କଂଗ୍ରେସରୁ ଲଢ଼ିବା ପାଇଁ। ବାପା ଯାହା କହିଛନ୍ତି ତାହା ତାଙ୍କ ନିଜସ୍ବ ମତ। ଜଟଣୀ ଛଡ଼ା ଆଉ କେଉଁ ଆସନରୁ ଲଢ଼ିବି ନାହିଁ। କେଉଁ ଦଳରୁ ଲଢ଼ିବି ସେନେଇ ଆସନ୍ତା ଅକ୍ଟୋବରରେ ଜଣାଇବି। ପୁଅଙ୍କ ସ୍ପଷ୍ଟୋକ୍ତି ପରେ ପ୍ରତିକ୍ରିୟା ରଖି ସୁର କହିଛନ୍ତି, ମୁଁ ମନ୍ମଥକୁ ବୁଝାଇବି। ୨୦୨୪ରେ ସେ କଂଗ୍ରେସ ଟିକେଟରେ ଜଟଣୀ ଆସନରୁ ନିର୍ବାଚନ ଲଢ଼ିବ। ମୁଁ ନିଜେ ଖୋର୍ଦ୍ଧା ଜିଲାରେ ଟିକେଟ ବାଣ୍ଟିବି ବୋଲି ସୁର କହିଛନ୍ତି। ବାପା ପୁରୁଖା କଂଗ୍ରେସ ନେତା ହୋଇଥିବା ବେଳେ ପୁଅ ଅନ୍ୟ ଦଳରୁ ନିର୍ବାଚନ ଲଢ଼ିବା କଥା କହିବା କଂଗ୍ରେସ ରାଜନୀତିକୁ ସରଗରମ କରିଛି।
ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…
ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍ ବୋର୍ଡର କ୍ରିକେଟ୍ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…
ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…
ନଅ ଫୁଟ୍ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…
କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…
ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ
ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…
ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ
ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…
ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା
ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍ ହେଲେ ବ୍ୟକ୍ତିଗତ ଜୀବନକୁ…
ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ
କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…
ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….
ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…
Archives

