Posted inଖେଳ

ରୋଭମାନ ପାୱେଲଙ୍କୁ ୭.୪୦ କୋଟିରେ କିଣିଲା ରାଜସ୍ଥାନ ରୟାଲସ

ଦୁବାଇ,୧୯।୧୨: ଆଇପିଏଲ୍ ନିଲାମର ପ୍ରଥମ ନିଲାମ ୱେଷ୍ଟଇଣ୍ଡିଜ୍ ଖେଳାଳି ରୋଭମାନ ପାୱେଲଙ୍କ ଉପରେ ଲାଗିଛି। ରାଜସ୍ଥାନ ରୟାଲ୍ସ ତାଙ୍କୁ ମୂଳ ମୂଲ୍ୟଠାରୁ ୭ ଗୁଣ ଅଧିକ ଦରରେ କିଣିଛି। ରାଜସ୍ଥାନ ପାୱେଲଙ୍କୁ ୭.୪୦ କୋଟିରେ କିଣିଛି। ତାଙ୍କର ମୂଳ ମୂଲ୍ୟ ୧ କୋଟି ଟଙ୍କା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…

ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍‌ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର...

ଟ୍ରକ୍‌ ଡ୍ରାଇଭରଙ୍କ କଲର୍‌ ଧରିଦେଇଥିଲେ ଗୌତମ ଗମ୍ଭୀର: ବଡ଼ ଖୁଲାସା କଲେ ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୬।୯: ଟ୍ରକ ଡ୍ରାଇଭରଙ୍କ ସହ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଲଢେଇର ଏକ ମଜାଳିଆ କାହାଣୀ ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା ବର୍ଣ୍ଣନା...

ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍...

ସାଫ୍‌ରେ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କ ଚମକ

ଭୁବନେଶ୍ୱର, ୧୫।୯ (ତପନ ସ୍ବାଇଁ): ଚେନ୍ନାଇରେ ଶେଷ ହୋଇଥିବା ଜୁନିୟର ଦକ୍ଷିଣ ଏସୀୟ ଆଥ୍‌ଲେଟିକ୍ସ ଫେଡେରେଶନ୍‌ (ସାଫ୍‌) ଚାମ୍ପିୟନଶିପ୍‌ରେ ଭାରତ ଭଲ ପ୍ରଦର୍ଶନ କରିଛି। ମୋଟ...

ପାକିସ୍ତାନକୁ ହରାଇ ସେମିରେ ଭାରତ

ହୁଲୁନବୁଇର (ଚାଇନା), ୧୪।୯: ଏସିଆନ ପୁରୁଷ ଚାମ୍ପିୟନ୍ସ ଟ୍ରଫି ହକିରେ ଭାରତ କ୍ରମାଗତ ଚମତ୍କାର ପ୍ରଦର୍ଶନ କରିଆସୁଛି। ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୨-୧ ଗୋଲ୍‌ରେ...

ଆଜିଠୁ କଳିଙ୍ଗରେ ଓଡ଼ିଶା ଏଫ୍‌ସିର ଅଭିଯାନ

ଭୁବନେଶ୍ୱର, ୧୪।୯ (ତପନ ସ୍ବାଇଁ): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୩-୨୪ ଶୁକ୍ରବାର କୋଲକାତାରେ ଆରମ୍ଭ ହୋଇଛି। ଏହି ସମ୍ମାନଜନକ ଲିଗ୍‌ରେ ଭୁବନେଶ୍ୱରଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା...

ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଚେନ୍ନାଇ ପହଞ୍ଚିଲେ ବିରାଟ, ସୁରକ୍ଷାକୁ ଦେଖିଲେ…, ଦେଖନ୍ତୁ ଭିଡିଓ

ଚେନ୍ନାଇ,୧୩।୯: ଭାରତୀୟ କ୍ରିକେଟ ଦଳର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଶ୍ରୀଲଙ୍କା ବିପକ୍ଷ ଏକ ଦିବସୀୟ ସିରିଜ ପରେ ଲଣ୍ଡନ ଯାଇଥିଲେ, କିନ୍ତୁ ସେ ୧୯ତାରିଖରୁ...

ଭାରତର ୯୧ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମଥର ଘଟିଲା ଏମିତି…

ଗ୍ରେଟର ନୋଏଡା,୧୩।୯: ଆଫଗାନିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଗ୍ରେଟର ନୋଏଡା ଟେଷ୍ଟକୁ ରଦ୍ଦ କରାଯାଇଛି। ଏପରିକି ଶୁକ୍ରବାର ଗୋଟିଏ ବି ବଲ ବୋଲିଂ କରାଯାଇପାରି ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri