Posted inଜାତୀୟ

ନମାଜ ପାଠ ବେଳେ ‘ଭାରତ ମାତା କୀ ଜୟ’ ନାରା

ନୂଆଦିଲ୍ଲୀ,୨୬।୧୧: ଗୁରୁଗ୍ରାମର ସେକ୍ଟର ୩୭ ସ୍ଥିତ ଏକ ଖୋଲା ସ୍ଥାନରେ ମୁସଲମାନମାନେ ନମାଜ ପାଠ କରିଆସୁଥିବାବେଳେ ଏହାକୁ ନେଇ ପୁଣିଥରେ ବିବାଦ ଦେଖାଦେଇଛି। ୨୬/୧୧ ଆତଙ୍କବାଦୀ ଆକ୍ରମଣର ୧୩ତମ ବାର୍ଷିକୀ ଅବସରରେ ହିନ୍ଦୁ ସଂଗଠନର ସଦସ୍ୟମାନେ ସେଠାରେ ପହଞ୍ଚତ୍ ଗଣ୍ଡଗୋଳ କରିଥିଲେ। ସେମାନେ ‘ଜୟ ଶ୍ରୀରାମ’ ଏବଂ ‘ଭାରତ ମାତା କୀ ଜୟ’ ନାରା ଦେଇଥିଲେ। ସେଠାରେ ୧୫୦ ଜଣ ପୋଲିସ କର୍ମଚାରୀ ଥିଲେ ମଧ୍ୟ ଦୁଇ ସଂଗଠନ ମଧ୍ୟରେ ଗଣ୍ଡଗୋଳ ରୋକିବାକୁ ମାତ୍ର ୩୦ ଜଣ ଆସିଥିଲେ। ନମାଜ ପାଠ ପରେ ହିନ୍ଦୁ ସଂଗଠନର ଦୁଇଜଣ ଆଗେଇଯାଇ ଉକ୍ତ ଅଞ୍ଚଳ ସେମାନଙ୍କର ବୋଲି ଦାବି କରିବାରୁ ମୁସଲମାନ ସଦସ୍ୟମାନେ ଶାନ୍ତିପୂର୍ଣ୍ଣ ଭାବେ ସେଠାରୁ ଚାଲିଯିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

ଶ୍ରୀନଗର ବିମାନବନ୍ଦରରୁ ୨ ଆମେରିକୀୟ ଅଟକ, ପୋଲିସର ତଦନ୍ତ ଜାରି

ଶ୍ରୀନଗର,୧୯ା୪: ଶ୍ରୀନଗର ବିମାନବନ୍ଦରରୁ ରବିବାର ୨ଜଣ ଆମେରିକୀୟଙ୍କୁ ଅଟକ ରଖାଯାଇଛି। ବିମାନବନ୍ଦରରେ ଯାଞ୍ଚ ବେଳେ ସେମାନଙ୍କ ଲଗେଜ୍‌ରୁ ସାଟେଲାଇଟ୍‌ ଫୋନ୍‌ ମିଳିଥିବା ସୁରକ୍ଷା ଅଧିକାରୀଙ୍କ ସୂତ୍ରରୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri