Posted inଖେଳ

ଟସ୍‌ ଜିତି ବୋଲିଂ ବାଛିଲେ କୋହଲି

ମୁମ୍ବାଇ,୨୨।୪ : ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍‌ରେ ରୟାଲ୍ସ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ବୋଲିଂ ବାଛିଛନ୍ତି। ଏଠାକାର ପିଚ୍‌ରେ ଟାର୍ଗେଟର ପିଛା କରିବା ସହଜ ଓ ମ୍ୟାଚ୍‌ର ପରବର୍ତ୍ତୀ ଭାଗରେ କାକର ପ୍ରଭାବ ଦେଖିବାକୁ ମିଳିବ। ଏହାକୁ ଦୃଷ୍ଟିରେ ରଖି ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି କୋହଲି।

ରାଜସ୍ଥାନ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଉନାଡ୍‌କଟ୍‌ଙ୍କ ଯାଗାରେ ଦଳରେ ସ୍ଥାନ ପାଇଛନ୍ତି ଶ୍ରେୟାସ ଗୋପାଳ। ଠିକ୍‌ ସେହିଭଳି ରଜତ ପାଟିଦାରଙ୍କ ବଦଳରେ କେନ ରିଚାର୍ଡସନଙ୍କୁ ଆରସିବି ଦଳରେ ସ୍ଥାନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଏହା ଅନୁଚିତ, ମୁଁ ଫାଇନାଲ ଖେଳି ପାରିଥାନ୍ତି’

ମାନିଲା(ଫିଲିପାଇନ୍ସ),୧।୫ : ଦୁଇ ଥର ଅଲିମ୍ପିକ୍‌ ପଦକଧାରୀ ପି ଭି ସିନ୍ଧୁ ବ୍ୟାଡ୍‌ମିଣ୍ଟନ ଏସିଆ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ରହିଛନ୍ତି। ଜାପାନର ଆକାନେ ୟାମାଗୁଚିଙ୍କ...

ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌: ଗୋଆ- ଅଲ୍‌ ରାୟାନ ମ୍ୟାଚ ଡ୍ର

ଗୋଆ,୨୮।୪: ଚଳିତ ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ରେ ଏଫ୍‌ସି ଗୋଆ ଆଉ ଏକ ମ୍ୟାଚ୍‌ ଡ୍ର ରଖିଛି। ଫାଟୋର୍ଡାସ୍ଥିତ ଜବାହରଲାଲ ନେହରୁ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା କାତାର...

ଇଣ୍ଡୋନେସିଆ ଓପନ୍‌ ବ୍ୟାଡମିଣ୍ଟନ : ଫାଇନାଲରେ ହାରିଲେ ସିନ୍ଧୁ

ଜାକର୍ତ୍ତା,୨୧।୭(ପି.ଟି.): ଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ତଥା ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ଆଉ ଏକ ଫାଇନାଲରେ ପରାସ୍ତ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବିଡବ୍ଲ୍ୟୁଏଫ୍‌ ଟୁର...

ସ୍ମରଣୀୟ ସିରିଜ

ଟି୨୦ ଫର୍ମାଟ୍‌ରେ ପ୍ରଥମ ଦଳ ଭାବେ ଭାରତ ୫-୦ରେ ସିରିଜ୍‌ କ୍ଲିନ୍‌ ସୁଇପ୍‌ କରି ରେକର୍ଡ କରିଛି। ନ୍ୟୁଜିଲାଣ୍ଡକୁ ହରାଇ ଟିମ୍‌ ଇଣ୍ଡିଆ ର଼୍ୟାଙ୍କିଙ୍ଗ୍‌ରେ ଗୋଟିଏ...

ଶର୍ଟ କଟ୍‌ ନେବାକୁ ଅର୍ଜୁନଙ୍କୁ ମନା କରିଛନ୍ତି ସଚିନ

ମୁମ୍ବାଇ,୨୭।୫(ପିଟି)- କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ବାପା ସଫଳ ହେବା ପାଇଁ କୌଣସି ସହଜ ବାଟ ଆପଣେଇବାକୁ ମନା କରିଥିଲେ। ସମାନ କଥାକୁ ସେ ପୁଅ...

ମୁମ୍ବାଇର ଅବିଶ୍ୱସନୀୟ ବିଜୟ

ମୁମ୍ବାଇ,୬।୫: ଶେଷ ଓଭରରେ ୯ ରନ କରିପାରିଲାନି ଗୁଜରାଟ ଟାଇଟାନ୍ସ। ଡେଥ୍‌ ଓଭରରେ ଡାନିଏଲ୍‌ ସାମ୍ସ ଚମତ୍କାର ବୋଲିଂ କରି ମାତ୍ର ୩ ରନ ବ୍ୟୟ...

ଇଂଲଣ୍ଡ ଆସେସ୍‌ ଦଳରେ ଆର୍ଚର

ଲଣ୍ଡନ,୨୭।୭- ଆସନ୍ତା ସପ୍ତାହରେ ଏଜବାଷ୍ଟନ୍‌ଠାରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ଆସେସ୍‌ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଲାଗି ଶନିବାର ଇଂଲଣ୍ଡ ଦଳ ଘୋଷଣା ହୋଇଛି। ଏହି...

ବିଶ୍ୱର ୭ମ ବୋଲର ଭାବେ ୫୦୦ ଉଇକେଟ୍‌ ନେଲେ ବ୍ରଡ୍‌

ମାଞ୍ଚେଷ୍ଟର, ୨୮।୭: ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଏଠାରେ ଚାଲିଥିବା ଅନ୍ତିମ ତଥା ୩ୟ ଟେଷ୍ଟ ଅବସରରେ ଇଂଲଣ୍ଡର ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ୍‌ ଏକ ଉଲ୍ଲେଖନୀୟ...

Advertisement
Archives

Model This Week