Posted inଖେଳ

ଟସ୍‌ ଜିତି ଆରସିବିର ବୋଲିଂ ନିଷ୍ପତ୍ତି

କୋଲକାତା,୩।୪: କୋଲକାତାର ଇଡେନ ଗାର୍ଡେନରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୯ତମ ମ୍ୟାଚରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୋ ମଧ୍ୟରେ ଖେଳାଯାଉଛି। ଆରସିବି ଅଧିନାୟକ ଫାଫ ଡୁ ଫ୍ଲେସିସ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ କୋଲକାତା ବ୍ୟାଟିଂ କରିବ। ଅନ୍ୟପଟେ କୋଲକାତାର ଅଧିନାୟକ ନୀତିଶ ରାଣା ଦଳରେ ଏକ ପରିବର୍ତ୍ତନ କରିଛନ୍ତି। ଅନୁକୂଳଙ୍କ ସ୍ଥାନରେ ସୁୟଶ ଶର୍ମାଙ୍କୁ ଖେଳିବାକୁ ସୁଯୋଗ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିଫାଇନାଲରେ ଟସ୍‌ ଜିତିଲା ଇଂଲଣ୍ଡ

ଆଡିଲେଡ,୧୦।୧୧: ଟି-୨୦ ବିଶ୍ୱକପ୍‌ ୨୦୨୨ର ଦ୍ୱିତୀୟ ସେମିଫାଇନାଲରେ ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ମୁକାବିଲା ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ...

ଶୈଳେଶଙ୍କ ଶତକ, ଆଜାଦ୍‌ଙ୍କୁ ୬ ଉଇକେଟ

ଭୁବନେଶ୍ୱର, ୬ା୬ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ୧୬ ବର୍ଷରୁ କମ୍‌ ଆନ୍ତଃଜିଲା ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟରେ ସୋମବାର ଭୁବନେଶ୍ୱର...

ଦ୍ୱିତୀୟକୁ ଡେଇଁଲା ରାଜସ୍ଥାନ

ମୁମ୍ବାଇ,୧୫।୫: ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୨୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସକୁ ପରାସ୍ତ କରିଛିି। ରାଜସ୍ଥାନ...

କାଉଣ୍ଟି କ୍ରିକେଟ ଖେଳିବେ ହନୁମା ବିହାରୀ

ନୂଆଦିଲ୍ଲୀ,୭ା୪(ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ଗୁଡ଼ିକ ଦ୍ୱାରା ଅଲୋଡା ହୋଇପଡ଼ିଥିବା ଭାରତର ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରୀ ୟୁନାଇଟେଡ କିଙ୍ଗଡମ୍‌ (ୟୁକେ)ରେ ଖେଳାଯିବାକୁ ଥିବା ଟେଷ୍ଟ...

କ୍ରିକେଟ୍‌ରେ ବିରଳ ରେକର୍ଡ

ଫେବୃୟାରୀ ୭, ଭାରତୀୟ କ୍ରିକେଟ ପାଇଁ ଏକ ସ୍ବତନ୍ତ୍ର ଦିନ। ଆଜିକୁ ଠିକ୍‌ ୨୩ ବର୍ଷ ପୂର୍ବେ ପ୍ରସିଦ୍ଧ ସ୍ପିନ୍‌ ବୋଲର୍‌ ଅନିଲ କୁମ୍ବଲେ ଭାରତ...

ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ଲାଗି ଉପଦେଷ୍ଟା କମିଟି ଗଠିତ

ନୂଆଦିଲ୍ଲୀ,୨୩।୮(ପି.ଟି.)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ ତାରିଖରେ ‘ଫିଟ୍‌ ଇଣ୍ଡିଆ ମୁଭମେଣ୍ଟ’ ଆରମ୍ଭ କରିବାକୁ ଯାଉଛନ୍ତି। ଫିଟ୍‌ନେସକୁ ନେଇ...

କ୍ରିକେଟରେ ୟୋ ୟୋ ଟେଷ୍ଟ

ଭାରତୀୟ କ୍ରିକେଟ ଦଳରେ ମୁମ୍ବାଇ କ୍ରିକେଟର ସର୍ଫରାଜ ଖାନ୍‌ଙ୍କୁ ସାମିଲ କରା ନ ଯିବାକୁ ନେଇ ତୁମ୍ବିତୋଫାନ ଉଠିଛି। ବିସିସିଆଇ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଉ...

ଦ୍ୱିତୀୟ ଟି୨୦: ଜାଡେଜାଙ୍କ ଅନୁପସ୍ଥିତି ସତ୍ତ୍ୱେ ଭାରତ ଫେଭରାଇଟ୍‌

ସିଡ୍‌ନୀ,୬।୧୨(ପି.ଟି.): ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ରବିବାର ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ତୃତୀୟ ଟି୨୦ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। କନ୍‌କସନ କାରଣରୁ ଅଲରାଉଣ୍ଡର...

Advertisement
Archives

Model This Week