Posted inଖେଳ

ବିସ୍ଫୋରକ ମ୍ୟାକ୍ସଓ୍ବେଲଙ୍କୁ କିଣିବା ପାଇଁ କଡ଼ା ଟକ୍କର; ବାଜି ମାରିଲା ଏହି ଟିମ୍‌

ଚେନ୍ନାଇ,୧୮।୨: ଆଇପିଏଲ୍‌ର ଚଳିତ ସଂସ୍କରଣ ପାଇଁ ନିଲାମ ପ୍ରକ୍ରିୟା ଜାରି ରହିଥିବା ବେଳେ ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଗ୍ଲେନ୍‌ ମାକ୍ସଓ୍ବେଲଙ୍କୁ କିଣିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)। ଗତ ସଂସ୍କରଣରେ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲେ ହେଁ ଏହି ମାକ୍ସଓ୍ବେଲଙ୍କ ଉପରେ ଆର୍‌ସିବିର ନଜର ରହିଥିଲା। ଶେଷରେ ଦଳ ୧୪.୨୫ କୋଟି ଟଙ୍କାରେ ଖେଳାଳିଙ୍କୁ କିଣିଛି। ତାଙ୍କର ବେସ୍‌ ପ୍ରାଇସ୍‌ ୨ କୋଟି ଟଙ୍କା ଥିଲା। ହେଲେ କିଣିବା ପାଇଁ ସମସ୍ତ ଟିମ୍‌ ମଧ୍ୟରେ କଡ଼ା ୍‌ଟକ୍କର ଦେଖିବାକୁ ମିଳିଥିବା ବେଳେ ଆର୍‌ସିବି ବାଜି ମାରି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri