Posted inଖେଳ

ସମସ୍ତଙ୍କୁ ଚକିତ କରି ଦୁଇ ମୁଖ୍ୟ ଖେଳାଳିଙ୍କୁ ଛାଡ଼ିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ମୁମ୍ବାଇ,୨୬।୧୧: ବୋଲିଂ ବିଭାଗକୁ ପୁନର୍ଗଠିତ କରିବା ପାଇଁ ବଡ଼ ନିଷ୍ପତ୍ତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ। ଦଳର ଷ୍ଟାର ବୋଲର ୱାନିନ୍ଦୁ ହସରଙ୍ଗା ଏବଂ ଜୋସ୍ ହାଜଲେଉଡ, ହର୍ଷଲ ପଟେଲଙ୍କ ଭଳି ବୋଲରଙ୍କୁ ରିଲିଜ କରିଛି। ମାର୍ଚ୍ଚ ଶେଷରେ ହାଜଲେଉଡ୍ ତାଙ୍କର ପ୍ରଥମ ସନ୍ତାନର ଜନ୍ମ ଆଶା କରୁଛନ୍ତି। ଯେଉଁଥିପାଇଁ ସେ ଆଇପିଏଲର ପ୍ରଥମାର୍ଦ୍ଧରେ ଉପଲବ୍ଧ ହେବାର ସମ୍ଭାବନା ନାହିଁ।

ସେହିପରି ଫିନ୍ ଆଲେନ୍, ମାଇକେଲ୍ ବ୍ରେସୱେଲ, ଡେଭିଡ ୱିଲି, ୱେନ ପାର୍ନେଲ, ସୋନୁ ଯାଦବ, ଅବିନାଶ ସିଂ, ସିଦ୍ଧାର୍ଥ କୌଲ, କେଦାର ଯାଦବଙ୍କୁ ଆରସିବି ରିଲିଜ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମୁଁ କଣ କରିବି’, ରୋହିତଙ୍କ ସହ ସେଲଫି ନେବା ବେଳେ ସ୍ବିଚଅଫ ହେଲା ଫୋନ, ତା’ପରେ…

ନୂଆଦିଲ୍ଲୀ,୯।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମା ବର୍ତ୍ତମାନ ସମୟର ସବୁଠାରୁ ଲୋକପ୍ରିୟ କ୍ରିକେଟର । ରୋହିତ ଯେଉଁଠାକୁ ଯାଆନ୍ତି, ତାଙ୍କ ସହିତ ସେଲଫି…

ଅଡ଼ୁଆରେ ଏହି ୨ କ୍ରିକେଟର୍‌: ଡୋପ୍‌ ଟେଷ୍ଟ ପାଇଁ ହେଲେନି ହାଜର

ନୂଆଦିଲ୍ଲୀ,୯।୫: ଡୋପ ଟେଷ୍ଟ ପାଇଁ ଉପସ୍ଥିତ ନ ହେବା ପାଇଁ NADA ଭାରତୀୟ କ୍ରିକେଟ ଦଳର ଦୁଇ ଉଦୀୟମାନ ଖେଳାଳିଙ୍କୁ ନୋଟିସ ଜାରି କରିଛି। ଏହି ଖେଳାଳିମାନେ…

ରାତାରାତି ଫଲୋଅର୍ସ ଗାଏବ୍‌, ଚିନ୍ତାରେ କୋହଲିଙ୍କ ସମେତ ଏହି ଷ୍ଟାର୍‌, ଜାଣନ୍ତୁ କାହିଁକି

ସୋସିଆଲ ମିଡିଆ ଜଗତରୁ ସମ୍ପ୍ରତି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ରାତାରାତି ଅନେକ ପ୍ରମୁଖ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସ ସଂଖ୍ୟାରେ ଏକ ବଡ଼ ହ୍ରାସ…

ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

କାରୁଆନାଙ୍କୁ ହରାଇଲେ ଗୁକେଶ

ଓ୍ବାର୍‌ସ,୮ା୫: ବିଶ୍ୱ ଚାମ୍ପିୟନ ଡି. ଗୁକେଶ ଏଠାରେ ଚାଲିଥିବା ସୁପର ରାପିଡ ଓ ବ୍ଲିଜ୍‌ ଟୁର୍ନାମେଣ୍ଟର ରାପିଡ୍‌ ପ୍ରତିଯୋଗିତାର ୯ମ ତଥା ଫାଇନାଲ ରାଉଣ୍ଡରେ ଆମେରିକୀୟ ଗ୍ରାଣ୍ଡମାଷ୍ଟର…

ଆଇପିଏଲ୍‌: ଖେଳାଳିଙ୍କ ପ୍ରକୋଷ୍ଠରେ ଲାଗିଲା ପ୍ରବେଶ କଟକଣା

ନୂଆଦିଲ୍ଲୀ,୮ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ହନି ଟ୍ରାପ୍‌, ଆଇନଗତ ଦାୟିତ୍ୱ ଓ ସୁରକ୍ଷାଗତ ବିପଦ ସମ୍ଭାବନା ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ…

ଆଇପିଏଲ୍‌ ଡଗଆଉଟ୍‌ରେ ଅଣସ୍ବୀକୃତି ପ୍ରାପ୍ତ ଲୋକ: ଚିନ୍ତା ପ୍ରକଟ କଲା ଏସିଏସ୍‌ୟୁ

ନୂଆଦିଲ୍ଲୀ,୮ା୫: ଆଇପିଏଲ୍‌ର ଆଣ୍ଟି କରପଶନ ଏବଂ ସିକ୍ୟୁରିଟି ୟୁନିଟ୍‌ (ଏସିଏସ୍‌ୟୁ) ଚଳିତ ସିଜନରେ ଦଳର ଡଗ୍‌ଆଉଟ୍‌, ବସ୍‌, ହୋଟେଲ, ଖେଳାଳି ଓ ମ୍ୟାଚ୍‌ ଅଫିସିଆଲ୍ସ ଏରିଆ (ପିଏମ୍‌ଓଏ)ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri