Posted inଖେଳ

ଧୋନୀ-ବିରାଟ ଲଢେଇ: ଟସ୍‌ ଜିତିଲା ସିଏସ୍‌କେ

ମୁମ୍ବାଇ,୨୫।୪: ଆଇପିଏଲ୍‌ର ୨୦୨୧ରେ ଆଜି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ୍ସ ଚ୍ୟାଲେଞ୍ଜ ବେଙ୍ଗାଲୁରୁ ମଧ୍ୟରେ ଲଢେଇ ହେଉଛି। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ସିଏସ୍‌କେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଆରସିବି ଟୁର୍ନାମେଣ୍ଟରେ ଗୋଟିଏ ମ୍ୟାଚ୍‌ ହାରିନ ଥିବାବେଳେ ଚେନ୍ନାଇ ଲଗାତର ୩ଟି ମ୍ୟାଚ୍‌ ଜିତିଛି। ଆଜିର ଲଢେଇ ଉପରେ ସମସ୍ତଙ୍କ ନଜର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସାମ୍ନାକୁ ଆସିଲା କୋହଲିଙ୍କ ରାଗ

କାନବେରା,୨।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତିନିମ୍ୟାଚ୍‌ ବିଶିଷ୍ଟ ଏକଦିବସୀୟ ସିରିଜ୍‌ ଏବେ ଖେଲାଯାଉଛି। ପ୍ରଥମ ୨ଟି ମ୍ୟାଚ୍‌ ଜିତି ସିରିଜ୍‌ ହାତେଇଛନ୍ତି ଘରୋଇ...

ଜେଇ ଓ୍ବିଲିସନ ଇଣ୍ଟରନ୍ୟାଶନାଲ ସିରିଜ: ଓଡ଼ିଆ ଝିଅ ଋତୁପର୍ଣ୍ଣାଙ୍କୁ ଡବଲ୍‌ ଟାଇଟଲ୍‌

ନୂଆଦିଲ୍ଲୀ, ୨୨।୭ (ପି.ଟି.)- ଉଦୀୟମାନ ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ଓଡ଼ିଆ ଝିଅ ଋତୁପର୍ଣ୍ଣା ପଣ୍ଡା ଘାନାର ଆକ୍‌ରାଠାରେ ଅନୁଷ୍ଠିତ ଜେଇ ଓ୍ବିଲସନ ଇଣ୍ଟରନ୍ୟାଶନାଲ...

ଏକାଧିକ ରେକର୍ଡ ନିଜ ନାମରେ କଲେ ହିଟ୍‌ମ୍ୟାନ୍‌; ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ରଚିଲେ କୀର୍ତ୍ତିମାନ

ଓଭାଲ,୫।୯: ଟିମ୍‌ ଇଣ୍ଡିଆର ଓପନର ରୋହିତ ଶର୍ମା ଶନିବାର ଓଭାଲ ଟେଷ୍ଟର ଦ୍ୱିତୀୟ ଇନିଂସରେ ଶତକ ହାସଲ କରି ଏକାଧିକ ରେକର୍ଡ କରିଛନ୍ତି। ରୋହିତଙ୍କ କ୍ୟାରିୟରର...

ସିଡ୍‌ନୀ ଟେଷ୍ଟ: ସୁଇପସନ୍‌ ଅଷ୍ଟ୍ରେଲିଆ ଦଳରେ ସାମିଲ

ମେଲବୋର୍ନ, ୨୬।୧୨ (ଏଏଫ୍‌ପି)- ନ୍ୟୁଜିଲାଣ୍ଡ ବିପକ୍ଷରେ ସିଡ୍‌ନୀରେ ଖେଳାଯିବାକୁ ଥିବା ଅନ୍ତିମ ତଥା ୩ୟ ଟେଷ୍ଟ ପାଇଁ ଘରୋଇ ଅଷ୍ଟ୍ରେଲିଆ ଦଳରେ ଲେଗ୍‌-ସ୍ପିନର ମିଚେଲ ସୁଇପ୍‌ସନଙ୍କୁ...

ପୁଣି ରେକର୍ଡ କଲେ ଲେଡି ସେହ୍ବାଗ

ବ୍ରିଷ୍ଟଲ,୨୭।୬: ଲେଡି ସେହ୍ବାଗ ଭାବେ ଜଣାଶୁଣା ଭାରତୀୟ ଓପନର ଶେଫାଳି ବର୍ମା ରବିବାର ସର୍ବକନିଷ୍ଠ ଭାରତୀୟ ଖେଳାଳି ଭାବେ ପ୍ରତ୍ୟେକ ଫର୍ମାଟରେ ପଦାର୍ପଣ କରିଛନ୍ତି। ଏଠାରେ...

ତୃତୀୟ ଟି୨୦: ଅଗରଙ୍କୁ ୬ ଉଇକେଟ, ଅଷ୍ଟ୍ରେଲିଆ ବିଜୟୀ

ଓ୍ବେଲିଂଟନ,୪।୩(ଏପି): ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ, ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ ଦମ୍‌ଦାର ବ୍ୟାଟିଂ ଓ ପରେ ଆଷ୍ଟନ ଅଗରଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ତୃତୀୟ ଟି୨୦...

କୋହଲି କିମ୍ବା ରୋହିତ ନୁହନ୍ତିି; ଏହି କ୍ରିକେଟରଙ୍କୁ ନିଜ ଆଇପିଏଲ୍‌ ଟିମ୍‌ର ଅଧିନାୟକ ଭାବେ ବାଛିଲେ ଡିଭିଲିୟର୍ସ

ନୂଆଦିଲ୍ଲୀ,୨।୪: ଆଉ ଦିନ କେଇଟାରେ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଏଥିନେଇ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏହି କ୍ରମରେ ନିଜ...

ଆଇପିଏଲ୍‌ରେ ପ୍ରଥମ ଲଢ଼େଇ ପାଇଁ ସିଏସ୍‌କେ ପ୍ରସ୍ତୁତ: ଧୋନୀଙ୍କ ସ୍କ୍ବାର୍ଡରେ ରହିବେ ଏହି ଖେଳାଳି; ଜାଣନ୍ତୁ..

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲ୍‌-୧୩ତମ ସଂସ୍କରଣ। ଏହାର ମ୍ୟାଚ୍‌ ଚେନ୍ନାଇ ସୁପରକିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ। ତେବେ ମୁମ୍ବାଇ...

Advertisement
Archives

Model This Week