Posted inଖେଳ

ଆର୍‌ସିବିକୁ ଜିତାଇଲେ ଡୁ’ପ୍ଲେସି, ଓ୍ବାନିନ୍ଦୁ

ମୁମ୍ବାଇ,୮।୫: ପ୍ରଥମେ ଅଧିନାୟକ ଫାଫ ଡୁ’ପ୍ଲେସିଙ୍କ ଅର୍ଦ୍ଧଶତକ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ୫ ଉଇକେଟ ସଫଳତା ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ସହଜ ବିଜୟ ହାସଲ କରିଛି। ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ଆରସିବି ୬୭ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ହରାଇ ଦେଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ବାଙ୍ଗାଲୋର ୩ ଉଇକେଟରେ ୧୯୨ ରନ୍‌ କରିଥିଲା। ଜବାବରେ ସନରାଇଜର୍ସ ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ୧୨୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହି ବିଜୟ ସହ ୧୪ ପଏଣ୍ଟ ପାଇ ପ୍ଲେ ଅଫ ଦୌଡରେ ନିଜର ସ୍ଥିତି ମଜଭୂତ କରିଛି ଆର୍‌ସିବି


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଭ୍ୟାସ ମ୍ୟାଚ୍‌: ଭାରତ ଅଗ୍ରଣୀ: ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ

ହାମିଲଟନ, ୧୬।୨(ପି.ଟି.)- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ରେ ଭ୍ରମଣକାରୀ ଭାରତୀୟ ଦଳ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି। ଶନିବାର ଦ୍ୱିତୀୟ...

୫ ଉଇକେଟ ପଡ଼ିବା ସତ୍ତ୍ୱେ ଭାରତର ସ୍ଥିତି ଦୃଢ଼

କିଙ୍ଗ୍‌ଷ୍ଟନ (ଜାମାଇକା),୩୧।୮: ଏଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଚଳିତ ବିଶ୍ୱ ଚାମ୍ପିୟନଶିପର ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା...

ରିଚାର୍ଡଶନ ଓହରିଲେ, ଟାଏ ସାମିଲ

ସିଡ୍‌ନୀ, ୧୯।୧୧(ପି.ଟି.)- ଭାରତ ବିପକ୍ଷ ଏକଦିବସୀୟ ଓ ଟି୨୦ କ୍ରିକେଟ ସିରିଜରୁ ଅଷ୍ଟ୍ରେଲିଆ ଦ୍ରୁତ ବୋଲର କେନ୍‌ ରିଚାର୍ଡଶନ ଓହରି ଯାଇଛନ୍ତି। ତାଙ୍କ ସ୍ଥାନରେ ଆଣ୍ଡ୍ର୍ୟୁ...

ହସ୍ପିଟାଲରୁ ଘରକୁ ଫେରିଲେ ଗାଙ୍ଗୁଲି

କୋଲକାତା,୩୧।୧: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ କ୍ୟାପଟେନ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଘରକୁ ଫେରିଛନ୍ତି। ସେ ଗୋଟିଏ ସପ୍ତାହ ବିଶ୍ରାମ ନେବାକୁ...

ସ୍ବାର୍ଥନିହିତ ଦ୍ୱନ୍ଦ୍ୱ ମାମଲାରୁ କପିଳଦେବ ମୁକ୍ତ

ନୂଆଦିଲ୍ଲୀ, ୧୭ା୨ (ପି.ଟି.)-ଭାରତର ପୂର୍ବତନ କ୍ରିକେଟ ଅଧିନାୟକ କପିଳଦେବ ସ୍ବାର୍ଥନିହିତ ଦ୍ୱନ୍ଦ୍ୱ ମାମଲାରୁ ମୁକ୍ତ ହୋଇଛନ୍ତିି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର...

ତୁଟିଲା ବିବାଦ: ୩ରୁ ବାଂଲାଦେଶ-ଭାରତ ସିରିଜ୍‌

ଢାକା,୨୪।୧୦- ଆସନ୍ତା ୩ ତାରିଖରୁ ଭାରତ ଓ ବାଂଲାଦେଶ ମଧ୍ୟରେ ଆରମ୍ଭ ହେବାକୁ ଥିବା ଟି୨୦ ସିରିଜ୍‌ରୁ ଅନିଶ୍ଚିତତାର କଳା ବାଦଲ ହଟି ଯାଇଛି। ବାଂଲାଦେଶର...

ଆର୍‌ସିବିର ବ୍ୟାଟିଂ ବିପର୍ଯ୍ୟୟ, ଏସ୍‌ଆର୍‌ଏଚ୍‌ ପାଇଁ ବିଜୟ ଲକ୍ଷ୍ୟ ୬୯…

ମୁମ୍ବାଇ, ୨୩।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ଟସ ଜିତି ପ୍ରଥମେ...

ରୁଟ୍‌ଙ୍କୁ କପି କରି ଟ୍ରୋଲ ହେଲେ କୋହଲି

ଲିସେଷ୍ଟର,୨୪।୬: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଇଂଲଣ୍ଡ ଗସ୍ତରେ ଲିସେଷ୍ଟରଶାୟାର୍‌ ବିପକ୍ଷ ଚାରି ଦିନିଆ ଅଭ୍ୟାସ ମ୍ୟାଚର ପ୍ରଥମ ଇନିଂସରେ କିଛି...

Advertisement
Archives

Model This Week