Posted inଖେଳ

IPL-2025 ଆରମ୍ଭ: ଉଦ୍‌ଘାଟନୀ ମ୍ୟାଚ୍‌ରେ ଟସ୍‌ ଜିତିଲା ଆର୍‌ସିବି

କୋଲକାତା, ୨୨।୧: କ୍ରିକେଟର ମହାକୁମ୍ଭ IPL-2025 ଶନିବାର ଆରମ୍ଭ ହୋଇଯାଇଛି। ଐତିହାସିକ ଇଡେନ୍‌ ଗାର୍ଡେନ୍ସରେ ୧୮ତମ ସଂସ୍କରଣର ପ୍ରଥମ ଉଦ୍‌ଘାଟନୀ ମ୍ୟାଚ୍‌ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ମଧ୍ୟରେ ଖେଳାଯାଉଛି।

ଏହି ମ୍ୟାଚ୍‌ରେ ଆର୍‌ସିବି ଅଧିନାୟକ ରଜତ ପଟିଦାର ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଅଜିଙ୍କ୍ୟ ରାହାନେଙ୍କ ନେତତ୍ତ୍ୱାଧୀନ କୋଲକାତା ନାଇଟ୍‌ ରାଇଡର୍ସ ପ୍ରଥମେ ବ୍ୟାଟିଂ କରିବ। ସୂଚନା ଯୋଗ୍ୟ, ୧୭ ବର୍ଷ ପରେ କେକେଆର୍‌ ଓ ଆର୍‌ସିବି ପ୍ରଥମ ମ୍ୟାଚରେ ପରସ୍ପରକୁ ଭେଟିଛନ୍ତି।

କୋଲକାତା ନାଇଟ ରାଇଡର୍ସ: କ୍ୱିଣ୍ଟନ ଡି କକ୍‌(ଉଇକେଟ କିପର), ଅଜିଙ୍କ୍ୟ ରାହାନେ (ଅଧିନାୟକ), ସୁନୀଲ ନାରିନ, ଅଙ୍ଗକ୍ରିଶ ରଘୁଭାନ୍ସି, ଭେଙ୍କଟେଶ ଆୟର, ରିଙ୍କୁ ସିଂ, ଆଣ୍ଡ୍ରେ ରସେଲ, ରାମଣଦୀପ ସିଂ, ହର୍ଷିତ ରାଣା, ବରୁଣ ଚକ୍ରଭାରଥୀ, ସ୍ପେନ୍ସର ଜନ୍‌ସନ୍‌, ବେଭବ ଆରୋରା, ରହମାନୁଲ୍ଲା ଗୁରୁବାଜ ଅନୁକୁଲ ରୟ, ମାୟାନକ ମାର୍କାଣ୍ଡେ, ଚେତନ ସାକାରିଆ, ଲୁଭନିଥ ସିସୋଡିଆ

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ: ରଜତ ପାଟିଦାର(ଅଧିନାୟକ), ଜିତେଶ ଶର୍ମା (ଉଇକେଟ କିପର), ବିରାଟ କୋହଲି, ଫିଲିପ ଲୁଣ, ଦେବଦତ୍ତ ପାଦିକଲ, ଲିଆମ ଲିଭିଙ୍ଗଷ୍ଟୋନ, ଟିମ୍‌ ଡେଭିଡ, କ୍ରୁନାଲ ପାଣ୍ଡ୍ୟା, ଭୁବନେଶ୍ୱର କୁମାର, ଜୋଶ ହାଜଲେଉଡ, ଯଶ ଦିନଲ, ସ୍ବପ୍ନିଲ ସିଂ, ଲୁଙ୍ଗି ନଗିଡି, ରୋମାରିଓ ଶେଖର ଦାରୁଜ ବେଥେଲ, ସୁୟାଶ ଶର୍ମା, ମୋହିତ ରାଠୀ, ସ୍ବସ୍ତିକ ଚିକାରା , ଅଭିନନ୍ଦ ସିଂ


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri