Posted inଖେଳ

ପଞ୍ଜାବକୁ ହରାଇଲା ବେଙ୍ଗାଲୁରୁ

ବେଙ୍ଗାଲୁରୁ,୨୬।୩: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଆଇପିଏଲ ୨୦୨୪ର ଷଷ୍ଠ ମ୍ୟାଚ ଖେଳାଯାଇଛି। ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୪ ଉଇକେଟରେ ପରାସ୍ତ କରିଛି। ୬ଟି ଉଇକେଟ ଯିବା ପରେ ଆରସିବି ମହିପାଲ ଲୋମୋରଙ୍କୁ ବ୍ୟାଟିଂ କରିବାକୁ ପଠାଇଥିଲା। ତାଙ୍କର ପ୍ରଦର୍ଶନ ଯୋଗୁ ଦଳ ଲକ୍ଷ୍ୟ ହାସଲ କରିଥିଲା।

ଆରସିବି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଆମନ୍ତ୍ରଣ ପାଇ ପଞ୍ଜାବ ବ୍ୟାଟିଂ କରିଥିଲା। ଏହି ସମୟରେ ପଞ୍ଜାବ ୨୦ ଓଭରରେ ୬ ଉଇକେଟ ହରାଇ ୧୭୬ ରନ କରିବାରେ ସଫଳ ହୋଇଥିଲା। ଫଳରେ ଆରସିବି ପାଇଁ ୧୭୭ ରନର ବିଜୟ ଲକ୍ଷ୍ୟ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?