ରାଜ ପରିବାର ସଦସ୍ୟ କରି ପାରିବ ସମଲିଙ୍ଗୀ ବିବାହ, ଛାଡ଼ିବାକୁ ପଡ଼ିବନି ସିଂହାସନ…

ଆମଷ୍ଟେରଡାମ୍‌,୧୩।୧୦: ଏବେ ରାଜ ପରିବାରରେ ସମଲିଙ୍ଗୀ ବିବାହ କରିବା ସହଜ ହେବ। ରାଜ ପରିବାର ସଦସ୍ୟ ନିଜ ସିଂହାସନ ନ ଛାଡ଼ି ଏଭଳି ବିବାହ କରିପାରିବେ। ଏନେଇ ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ମାର୍କ ରୁଟ୍‌ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଡଚ୍‌ ରାଜପରିବାର ସଦସ୍ୟ ଅବା ରାଜାଙ୍କୁ କୌଣସି ସମଲିଙ୍ଗୀଙ୍କୁ ବିବାହ କଲେ ଆଉ ପଦବୀ ଛାଡ଼ିବାର ଆବଶ୍ୟକତା ନାହିଁ। ପୂର୍ବରୁ ଏନେଇ ଡଚ୍‌ ରାଜପରିବାରଙ୍କୁ ଦେଶ ସଂସଦର କ୍ୟାବିନେଟ୍‌ର ମଞ୍ଜୁରୀ ନେବାକୁ ପଡୁଥିଲା।

ସିଂହାସନ ଉତ୍ତରାଧିକାରୀଙ୍କ ଉପରେ ଲିଖିତ ପୁସ୍ତକ ‘ଅମାଲିଆ ଡ୍ୟୁଟି କ୍ଲୋସ୍‌’ ପ୍ରକାଶିତ ହେବା ପରେ ଏନେଇ ବିବାଦ ଉଠିଥିଲା। ରାଜକୁମାରୀ ଅମାଲିୟା ରାଜା ଓ୍ବିଲିୟମ୍‌ ଆଲେକ୍ସଜାଣ୍ଡାରଙ୍କ ବଡ଼ ସନ୍ତାନ। ଚଳିତ ବର୍ଷ ଡିସେମ୍ବର ୭ରେ ସେ ୧୮ ବର୍ଷ ବୟସ୍କା ହେବେ। ତାଙ୍କର ସମଲିଙ୍ଗୀ ବିବାହକୁ ନେଇ ଚର୍ଚ୍ଚା ହେଉଛି।

ଇତିମଧ୍ୟରେ ଅମାଲିୟା ରାଜପରିବାର ପକ୍ଷରୁ ପ୍ରଦାନ କରାଯାଉଥିବା ବାର୍ଷିକ ୧.୬ ନିୟୁତ ୟୁରୋ ଭତ୍ତାକୁ ପ୍ରତ୍ୟାଖାନ କରିଛନ୍ତି। ୧୮ ବର୍ଷ ବୟସ୍କା ହେବାପରେ ସେ ଏହାର ଅଧିକାରିଣୀ ହୋଇପାରିବେ।

ତେବେ କ୍ୟାବିନେଟ୍‌ର ନୂଆ ନିଷ୍ପତ୍ତି ପରେ ଏବେ ଅମାଲିୟାଙ୍କ ଜୀବନରେ ନୂଆ ମୋଡ଼ ଆସିବାକୁ ଯାଉଛି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ବୁଦ୍ଧି ଶିଖାଇବାକୁ ଭାରତ, ଜାପାନ, ଅଷ୍ଟ୍ରେଲିଆ ସହ କଥା ହେବ ଆମେରିକା!

ଓ୍ବାଶିଂଟନ,୩୦।୮: ଦକ୍ଷିଣ ଚୀନ୍‌ ସାଗରେ ଚାଇନା ତା’ର ଶକ୍ତି ବୃଦ୍ଧି କରି ଚାଲିଥିବା ବେଳେ ଆମେରିକା ଏହାର ମୁକାବିଲା କରିବାକୁ ଏବେଠାରୁ ପ୍ରସ୍ତୁତ ହେଲାଣି। ଏଥିପାଇଁ...

ଯୁଦ୍ଧକାଳୀନ ଆଇନ ପ୍ରଣୟନ ପାଇଁ ଜିନପିଙ୍ଗ ସରକାରଙ୍କୁ ପିଏଲଏର ଆହ୍ବାନ…

ବେଜିଂ,୧୧।୩ : ତାଇୱାନକୁ ନେଇ ଚାଇନା ଏବଂ ଆମେରିକା ମଧ୍ୟରେ ତିକ୍ତତା ଏପର୍ଯ୍ୟନ୍ତ କମିନାହିଁ। ଏହି ସମୟରେ ଦେଶର ସାର୍ବଭୌମତ୍ୱ ତଥା ଜାତୀୟ ସ୍ବାର୍ଥ ରକ୍ଷା...

ଓବାମା, ବୁଶ, କ୍ଲିଣ୍ଟନ କ୍ୟାମେରା ସାମ୍ନାରେ ନେବେ କରୋନା ଟିକା

ୱାଶିଂଟନ,୪ ।୧୨: କରୋନା ମହାମାରୀ ଆମେରିକାରେ ତାଣ୍ଡବ ରଚିଥିବା ବେଳେ ଏବେ ଏହାର ଭ୍ୟାକ୍ସିନକୁ ନେଇ ଚର୍ଚ୍ଚା ଯୋର ଧରିଛି । ସବୁ ବିକାଶଶୀଳ ଦେଶ...

ଶରିଫ ଅସୁସ୍ଥ

ଇସ୍‌ଲାମାବାଦ,୨୬।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶନିବାର ଏକ ହୃଦଘାତ ହୋଇଥିବା ସୂଚନା ମିଳିଛି। ସେ ଚିକିତ୍ସିତ ହେଉଥିବା ସର୍ଭିସେସ୍‌ ହସ୍ପିଟାଲ ପକ୍ଷରୁ ଏହି...

୩୮୦ ବର୍ଷ ଧରି ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼

ରିଓ ଡି ଜେନେରିଓ,୨୬।୨: ଭାରତରେ ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା କରାଯାଇଥାଏ। ତେବେ ବିଦେଶରେ ମଧ୍ୟ ଗଣପତିଙ୍କ ବହୁ ମନ୍ଦିର ରହିଛି। ବ୍ରାଜିଲ୍‌ର ରିଓ ଡି ଜେନେରିଓରେ...

ବିରଳ ମହାଜାଗତିକ ଦୃଶ୍ୟ, ପାଖାପାଖି ହେଲେ ପୃଥିବୀ-ଶନି…

ଓ୍ବାଶିଂଟନ,୨।୮: ଆମର ସୌରମଣ୍ଡଳରେ ସୋମବାର ଏକ ବିରଳ ମହାଜାଗତିକ ଦୃଶ୍ୟ ଘଟିଛି। ଭାରତୀୟ ସମୟ ପୂର୍ବାହ୍ନ ୧୧ଟା ୩୦ରେ ଶନିଗ୍ରହ ପୃଥିବୀର ଅତି ନିକଟତର ହୋଇଛି।...

ପାକିସ୍ତାନରେ ବିଗୁଡିଛି ରାଜନୈତିକ ସ୍ଥିତି: ମରିୟମଙ୍କ ସ୍ୱାମୀ ଗିରଫ

ଇସ୍‌ଲାମାବାଦ,୧୯ ।୧୦: ପାକିସ୍ତାନରେ ବିଗିଡି ଚାଲିଛି ରାଜନୈତିକ ସ୍ଥିତି । ରବିବାର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ବିରୋଧି ଏକ ବଡ ରାଲି ବାହାର କରିଥିବା...

‘ପୋପ୍‌ ଲାଇକ୍‌ କଲେ, ସ୍ବର୍ଗକୁ ଯିବି’

ଭାଟିକାନ୍‌ ସିଟି,୨୩ା୧୧:ରୋମାନ୍‌ କ୍ୟାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କ ଅଫିସିଆଲ୍‌ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରୁ ଏକ ଉତ୍ତେଜକ ଫଟୋକୁ ଲାଇକ୍‌ କରାଯିବା ପରେ ବିବାଦ ମୁଣ୍ଡ...

Advertisement
Archives

Model This Week