Posted inଜାତୀୟ

ଗାନ୍ଧୀ ପରିବାରକୁ ଟାର୍ଗେଟ କଲେ ମୋଦି

ନୂଆଦିଲ୍ଲୀ,୨୨।୭: ଶନିବାର ଦେଶର ୪୪ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜନ କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କାର୍ଯ୍ୟକ୍ରମ ସହ ଜଡିତ ହୋଇ ଏହି ସମୟରେ ସେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୦ ହଜାରରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ କ୍ରମାଗତ ଭାବରେ ଜନସାଧାରଣଙ୍କୁ ଉପହାର ଦେଉଛନ୍ତି। ଏହି କ୍ରମରେ ସେ ବିଭିନ୍ନ ବିଭାଗ ଏବଂ ସଂଗଠନରେ ନିଯୁକ୍ତ ଯୁବକଙ୍କୁ ଅନଲାଇନ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।
ଏହି ଭିଡିଓ କନଫରେନ୍ସ ସମୟରେ ପ୍ରଧାନମନ୍ତ୍ରୀ ନାମ ନ ନେଇ ଗାନ୍ଧୀ ପରିବାର ଉପରେ ଖୁବ ବର୍ଷିଥିଲେ ଏବଂ କହିଥିଲେ ଯେ ଦେଶରେ ପୂର୍ବରୁ ଏକ ଫୋନ ବ୍ୟାଙ୍କିଂ ସ୍କାମ ଥିଲା, ପୂର୍ବ ସରକାରରେ ଗୋଟିଏ ପରିବାରର ଲୋକମାନେ ବ୍ୟାଙ୍କରୁ ଋଣ ନେଉଥିଲେ। ସେ କହିଛନ୍ତି ଯେ ପୂର୍ବ ସରକାର ବ୍ୟାଙ୍କଗୁଡିକୁ କ୍ଷତି ପହଞ୍ଚାଇଥିଲେ ଏବଂ ଯେଉଁମାନେ ବ୍ୟାଙ୍କ ଲୁଟ କରିଥିଲେ ସେମାନଙ୍କ ସମ୍ପତ୍ତି ଆମେ ଜବତ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା

ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।…

କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି

କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ…

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri