ସିଆର୍‌ପିଏଫ୍‌ ୨୧୬ ବାଟାଲିୟନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ

ନୂଆପଡ଼ା୯୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଜାମଗାଁ ସିଆର୍‌ପିଏଫ୍‌ କ୍ୟାମ୍ପ ସମ୍ମୁଖରେ ୨୧୬ ବାଟାଲିୟାନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ଏରିକ ଗିଲବଟ ଯୋଷ ମୁଖ୍ୟଅତିଥି ଓ ଡେପୁଟି କମାଣ୍ଡାଣ୍ଟ ଧନ୍ନରାମ ଯାଦବ, ସୁନାବେଡା ସରପଞ୍ଚ ରଜନୀ ଜଗତ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ମାଓବାଦୀ ପ୍ରବଣ ଅଞ୍ଚଳରେ ମହିଳାମାନେ କିପରି ସ୍ବାବଲମ୍ବୀ ହୋଇ ରୋଜଗାରକ୍ଷମ ହେବେ ସେଥିପାଇଁ ୨୧୬ ବାଟାଲିୟନ ପକ୍ଷରୁ ବିଭିନ୍ନ ସ୍ବୟଂ ସହାୟକ ମହିଳା ଗୋଷ୍ଠୀଙ୍କୁ ମହୁମାଛି ପାଳନ ପାଇଁ ବାକ୍ସ, ମହମବତୀ ତିଆରି ଯନ୍ତ୍ର ପ୍ରଦାନ କରାଯାଇଥିଲା। ଏଥିପାଇଁ ସ୍ବତନ୍ତ୍ର ତାଲିମ ବ୍ୟବସ୍ଥା କରାଯିବ ବୋଲି କମାଣ୍ଡାଣ୍ଟ ଯୋଷ ସୂଚନା ଦେଇଛନ୍ତି। ଅଭୟାରଣ୍ୟ ଅନ୍ତର୍ଗତ ଭାଓସିଲ ଗାଁରେ ଏହି କାର୍ଯ୍ୟକ୍ରମ ହୋଇଥିବା ବେଳେ ଅତିଥି ଭାବରେ ସିଆର୍‌ପିଏଫ୍‌ ଡାକ୍ତର ଏମ୍‌ ସୁପ୍ରିୟା, ଡେପୁଟି କମାଣ୍ଡାଣ୍ଟ ମୁକେଶ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri