ଦେବଦୂତ ସାଜି ଜଣଙ୍କ ଜୀବନ ବଞ୍ଚାଇଲେ ଆର୍‌ପିଏଫ୍‌ କନଷ୍ଟେବଳ

ଛତ୍ରପୁର,୧୭ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନରେ ଜଣେ ଯୁବକଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଛନ୍ତି ଜଣେ ଆର୍‌ପିଏଫ୍‌ ଯବାନ। ଚଳନ୍ତା ଟ୍ରେନରୁ ଡେଇଁପଡ଼ି ଯୁବକ ରେଳ ଧାରଣା ଭିତରକୁ ଟାଣି ହୋଇଯିବା ପୂର୍ବରୁ ଯୁବକଙ୍କୁ ମୃତ୍ୟୁ ମୁଖରୁ ଟାଣି ଆଣିଛନ୍ତି କାର୍ଯ୍ୟରତ ଆର୍‌ପିଏଫ୍‌ କନଷ୍ଟେବଳ।
ସୂଚନାନୁଯାୟୀ, ଶୁକ୍ରବାର କେନ୍ଦ୍ରାପଡ଼ା ଡେରାବିଶ ଅଞ୍ଚଳର ଯୁବକ ଅନିଲ ସେଠୀ ଭୁବନେଶ୍ୱରରୁ କୋଣାର୍କ ଏକ୍ସପ୍ରେସରେ ମୁମ୍ବାଇ ଯାଉଥିବା ବେଳେ ଛତ୍ରପୁର ଷ୍ଟେଶନ ୨ନମ୍ବର ପ୍ଲାଟଫର୍ମରେ ଗାଡି ଛାଡ଼ିବା ସମୟରେ କୌଣସି କାରଣବଶତଃ ସେ ଟ୍ରେନରୁ ଡେଇଁ ପଡ଼ିଥିଲେ। ଏହି ସମୟରେ ସେ ରେଳ ଧାରଣା ଆଡ଼କୁ ଟାଣି ହୋଇଚାଲିଯାଇଥିଲେ। ସେହି ସମୟରେ ପ୍ଲାଟ୍‌ଫର୍ମରେ ଡ୍ୟୁଟିରେ ଥିବା ଆର୍‌ପିଏଫ୍‌ କନଷ୍ଟେବଳ ପ୍ରସନ୍ନ କୁମାର ନାୟକ ନିଜର ଉପସ୍ଥିତ ବୁଦ୍ଧି ଓ ସାହସିକତା ଦେଖାଇ ତାଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଥିଲେ। କନଷ୍ଟେବଳ ପ୍ରସନ୍ନଙ୍କ ଉପସ୍ଥିତ ବୁଦ୍ଧି ଓ ସାହସିକତାକୁ ସବୁ ମହଲରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri