Posted inଖେଳ

ଜିଟିକୁ ୧୧୯ ରନ୍‌ ଟାର୍ଗେଟ ଦେଲା ଆର୍‌ଆର୍‌

ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଜାରି ରହିଛି। ରାଜସ୍ଥାନ ରୟାଲ ଗୁଜରାଟ ଟାଇଟନ୍ସ ଆଗରେ ୧୧୯ ରନ୍‌ ବିଜୟ ଲକ୍ଷ୍ୟ ରଖିଛି। ଜୟପୁରର ସଓ୍ବାଇ ମାନସିଂହ ଷ୍ଟାଡିୟମରେ ଚାଲିଥିବା ମ୍ୟାଚ୍‌ରେ ଟସ ଜିତି ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ବେଳେ ଗୁଜରାଟ ଟାଇଟନ୍ସ ବୋଲିଂ କରିଥିଲା। ମାତ୍ର ୧୧୮ ରନ୍‌ରେ ଆରଆର ଅଲ୍‌ଆଉଟ୍‌ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?