Posted inଖେଳ

ଏମଆଇ ପାଇଁ ୨୧୩ ରନର ବିଜୟ ଲକ୍ଷ୍ୟ ରଖିଲା ଆରଆର…

ମୁମ୍ବାଇ,୩୦।୪ : ଆଇପିଏଲର ୧୦୦୦ ତମ ମ୍ୟାଚ ତଥା ଚଳିତ ସିଜିନର ୪୨ ତମ ମ୍ୟାଚ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ରାଜସ୍ଥାନ ରୟାଲ୍ସ (ଆରଆର)ମଧ୍ୟରେ ଖେଳାଯାଉଛି। ଟସ ଜିତି ଆରଆର ଟିମ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ନିଷ୍ପତ୍ତିି ନେଇ ପଡ଼ିଆକୁ ଓହ୍ଲାଇଥିଲା। ଏମଆଇ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ଆରଆର ୭ ଓ୍ବିକେଟ ହରାଇ ୨୧୨ ରନ କରିଛି। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୨୧୩ ରନ ରହିଛି।

ଆରଆର ପକ୍ଷରୁ ଯଶସ୍ବୀ ଜୈସ୍ବାଲ ୧୨୪ ରନ କରିଥିବାବେଳେ ଜୋସ ବଟଲର ୧୮ ରନ, ସଞ୍ଜୁ ସାମସନ ୧୪ ରନ, ଜାସନ ହୋଲ୍ଡର ୧୧ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri