Posted inଖେଳ

ଜୟପୁରରେ ଆରଆର-ଏସଆରଏଚ ଲଢ଼େଇ…

ଜୟପୁର,୭।୫ : ଆଇପିଏଲ ୨୦୨୩ର ୫୨ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ରବିବାର ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ମୁହାଁମୁହିଁ ହେବେ।

ରାଜସ୍ଥାନ ରୟାଲ୍ସ ଦଳରେ ସଞ୍ଜୁ ସାମସନ (ଅଧିନାୟକ/ଓ୍ବିକେଟ କିପର), ଯଶସୱୀ ଜୈସୱାଲ, ଜୋସ ବଟଲର, ଦେବଦତ୍ତ ପାଦିକଲ, ଶିମ୍ରନ ହେଟମିୟର, ଧ୍ରୁଭ ଜୁରେଲ, ରବିଚନ୍ଦ୍ରନ ଅଶ୍ୱିନ, ଟ୍ରେଣ୍ଟ ବୋଲ୍ଟ, ଆଦାମ ଜାମ୍ପା, ସନ୍ଦୀପ ଶର୍ମା, ୟୁଜଭେନ୍ଦ୍ର ଚହଲ, ରିୟାନ ପାରାଗ, ମୁରୁଗାନ ଅଶ୍ୱିନ, ଜୋ ରୁଟ, କୁଲଦୀପ ଯାଦବ, କେଏମ ଆସିଫ, ଜେସନ ହୋଲ୍ଡର୍‌, ନବଦୀପ ସାଇନି, ଆକାଶ ଭାସିଷ୍ଟ, କେସି କାରିଆପ୍ପା, ଓବେଡ ମ୍ୟାକକୋଇ, କୁଲଦୀପ ସେନ, ଡୋନାଭନ ଫେରେରା, ଅବଦୁଲ ବାସିଥ, କୁନାଲ ସିଂ ରାଠୋର ଅଛନ୍ତି।

ସେହିପରି ସନରାଇଜର୍ସ ହାଇଦ୍ରାବାଦ ଦଳରେ ଆଡେନ ମାର୍କ୍ରାମ (ଅଧିନାୟକ), ହେନ୍ରିଚ କ୍ଲାସେନ (ଓ୍ବିକେଟ କିପର), ଅଭିଷେକ ଶର୍ମା, ମୟଙ୍କ ଅଗ୍ରୱାଲ, ରାହୁଲ ତ୍ରିପାଠୀ, ହ୍ୟାରି ବ୍ରୁକ, ଅବଦୁଲ ସମାଦ, ମାର୍କୋ ଜାନସେନ, ଭୁବନେଶ୍ୱର କୁମାର, ମାୟାନକ ମାର୍କାଣ୍ଡେ, କାର୍ତ୍ତିକ ତ୍ୟାଗି, ଟି ନଟରାଜନ, ଗ୍ଲେନ ଫିଲିପ୍ସ, ନୀତୀଶ ରେଡ୍ଡୀ, ସାନବୀର ସିଂ, ଉମ୍ରାନ ମଲିକ, ଫଜଲହକ ଫାରୁକି, ଆଦିଲ ରସିଦ, ଆକିଲ ହୋସେନ, ସମରଥ ଭାୟାସ, ଅନମୋଲପ୍ରୀତ ସିଂ, ମାୟାନକ ଦାଗର, ଉପେନ୍ଦ୍ର ଯାଦବ ପ୍ରମୁଖ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri