Posted inଖେଳ

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ରାଜସ୍ଥାନ ରୟାଲ୍ସ…

ଜୟପୁର,୧୯।୪: ଆଇପିଏଲ ୨୦୨୩ ସିଜିନ ୧୬ର ୨୬ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ମଧ୍ୟରେ ଜୟପୁରର ସାଓ୍ବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ଟସ୍‌ ଜିତି ରାଜସ୍ଥାନ ରୟାଲ୍ସ(ଆରଆର) ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି।

ଉଭୟ ଦଳ ଚଳିତ ସିଜନରେ ଭଲ ପ୍ରଦର୍ଶନ କରିଛନ୍ତି ଏବଂ ପ୍ଲେ ଅଫ ଦୌଡ଼ରେ ଅଛନ୍ତି। ପଏଣ୍ଟ ଟେବୁଲରେ ରାଜସ୍ଥାନର ଦଳ ପାଞ୍ଚଟି ମ୍ୟାଚରେ ଚାରିଟି ବିଜୟ ସହ ଶୀର୍ଷରେ ରହିଛି। ଏଥିସହିତ ପାଞ୍ଚଟି ମ୍ୟାଚରେ ତିନିଟି ବିଜୟ ସହ ଲକ୍ଷ୍ନୌ ଦଳ ଦ୍ୱିତୀୟ ସ୍ଥାନରେ ରହିଛି। ଏଭଳି ପରିସ୍ଥିତିରେ ଦୁଇ ଦଳ ମଧ୍ୟରେ ଆଜି ଜୋରଦାର ଲଢ଼େଇ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?