Posted inଖେଳ

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରଆର

ଗୁଆହାଟୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ)ମଧ୍ୟରେ ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ତେବେ ପିବିକେଏସ ବ୍ୟାଟିଂ କରିବା ଆରମ୍ଭ କରିଛି।

ରାଜସ୍ଥାନ ରୟାଲ୍ସ ପ୍ଲେଇଙ୍ଗ ୧୧ରେ ଯଶସ୍ବ ଜୈସୱାଲ, ଜୋସ ବଟଲର୍‌, ସଞ୍ଜୁ ସାମସନ (ଅଧିନାୟକ /ଓ୍ବିକେଟ କିପର), ଦେବଦତ୍ତ ପାଦିକ୍କଲ, ଶିମ୍ରନ ହେଟମିୟର, ରିୟାନ ପରାଗ, ଜେସନ ହୋଲ୍ଡର, ରବିଚନ୍ଦ୍ରନ ଅଶ୍ୱିନ, ଟ୍ରେଣ୍ଟ ବୋଲ୍ଟ, କେଏମ ଆସିଫ, ୟୁଜଭେନ୍ଦ୍ର ଚହଲ ରହିଛନ୍ତି।

ସେହିପରି ପଞ୍ଜାବ କିଙ୍ଗ୍ସର ପ୍ଲେଇଙ୍ଗ ୧୧ରେ ଶିଖର ଧାୱନ (ଅଧିନାୟକ), ପ୍ରଭାସିମରନ ସିଂ, ଭାନୁକା ରାଜପାକ୍ଷେ, ଜିତେଶ ଶର୍ମା (ୱିକେଟ କିପର), ସିକନ୍ଦର ରଜା, ଶାହାରୁଖ ଖାନ, ସାମ କରଣ, ନାଥାନ ଏଲିସ, ହରପ୍ରୀତ ବରାର, ରାହୁଲ ଚାହର, ଅର୍ଶଦୀପ ସିଂ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?