Posted inଖେଳ

ରାଜସ୍ଥାନ ରୟାଲ୍ସର ସହଜ ବିଜୟ…

କୋଲକାତା,୧୧।୫: ଆଇପିଏଲ ୨୦୨୩ର ୫୬ତମ ମ୍ୟାଚ ଗୁରୁବାର କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ଖେଳାଯାଇଛି। ମ୍ୟାଚରେ କେକେଆର ୨୦ ଓଭରରେ ୮ ଉଇକେଟ ହରାଇ ୧୪୯ ରନ କରିଛି। ଫଳରେ ଆରଆର ପାଇଁ ୧୫୦ ରନର ବିଜୟ ଲକ୍ଷ୍ୟ ରହିଥିଲା। ତେବେ ଲକ୍ଷ୍ଯ ପିଛା କରି ଆରଆର ୧୩.୧ ଓଭରରେ ୧ ଉଇକେଟ ହରାଇ ୧୫୧ ରନ କରିଛି । ଫଳରେ କୋଲକାତାକୁ ୯ଉଇକେଟରେ ପରାସ୍ତ କରିଛି ରାଜସ୍ଥାନ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri